Tag: Tribals

ଆଦିବାସୀ ଜମି ବିକ୍ରି ପ୍ରସ୍ତାବ ପ୍ରତ୍ୟାହାର

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତାବିତ ସଂଶୋଧନକୁ ପ୍ରତ୍ୟାହାର ନେଇ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଗତ ନଭେମ୍ବରରେ ଏ ନେଇ କ୍ୟାବିନେଟରେ ପ୍ରସ୍ତାବ ଆସିଥିଲା। ଆଦିବାସୀ ଅସ୍ଥାବର ସମ୍ପତ୍ତି ହସ୍ତାନ୍ତର ଆଇନ ସଂଶୋଧନ ପ୍ରସ୍ତାବ ଆସିଥିଲା। ରାଜ୍ୟ କ୍ୟାବିନେଟର ଏହି ନିଷ୍ପତ୍ତିକୁ…