ବିଶ୍ୱ ରୁଷରେ ଶକ୍ତିଶାଳୀ ଭୂମିକମ୍ପ ପରେ ସୁନାମୀ ଆତଙ୍କ July 30, 2025 Nirvay ରୁଷରେ ଆଜି ଭୋର ସମୟରେ ଭୂମିକମ୍ପର ପ୍ରବଳ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୮.୭ ମାପ କରାଯାଇଛି । ଏହି ଭୂମିକମ୍ପ ପରେ ପ୍ରଶାନ୍ତ ମହାସାଗରରେ ସୁନାମି ଚେତାବନୀ ଜାରି କରାଯାଇଥିବା ବେଳେ କାମ୍ଚାଟକା ଉପକୂଳରେ…