Tag: TV actress

Actress Harassment at Bhubaneswar Bar: ଚନ୍ଦ୍ରଶେଖରପୁର ବାରରେ ଅଭିନେତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ସିସିଟିଭି ଆଧାରରେ ତଦନ୍ତ ଜାରି

ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା ଏକ ବାର ଓ ରେଷ୍ଟୁରାଣ୍ଟରେ ଜଣେ ଓଡ଼ିଆ ଟେଲିଭିଜନ ଅଭିନେତ୍ରୀ ସୋମାଲିନ ପରିଡାଙ୍କୁ ଅସଦାଚରଣ ଏବଂ ଦୁର୍ବ୍ୟବହାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ ପରେ ପୋଲିସ…