ଦେଶ ଅଭିନେତା ବିଜୟଙ୍କ ରାଲିରେ ଅଘଟଣ, ଦଳାଚକଟାରେ ୩୦ ରୁ ଅଧିକ ମୃତ୍ୟୁ ଆଶଙ୍କା September 27, 2025 Nirvay ତାମିଲନାଡୁର କରୁରରେ ଅଭିନେତା ଏବଂ ଟିଭିକେ ମୁଖ୍ୟ ବିଜୟଙ୍କ ନିର୍ବାଚନ ରାଲିରେ ଦଳାଚକଟା ଯୋଗୁଁ ୩୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ‘ତାମିଝାଗା ଭେଟ୍ରି କାଝଗମ୍’ (TVK) ମୁଖ୍ୟ…