Tag: Tweet

ମୁଖ୍ୟମନ୍ତ୍ରୀରୁ ଇସ୍ତଫା ଦେବା ପରେ ଟ୍ବିଟ କରି କୃତଜ୍ଞତା ଜଣାଇଲେ ନବୀନ ପଟ୍ଟନାୟକ

ପ୍ରାୟ ୨୪ବର୍ଷ ଶାସନ କ୍ଷମତାରେ ରହିବା ପରେ ଆଜି ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ । ଇସ୍ତଫା ଦେବା ପରେ ନବୀନ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। https://x.com/Naveen_Odisha/status/1798302033503834376…