Tag: two groups clash

ବ୍ରହ୍ମଗିରିରେ ପୋଲିସ ଉପସ୍ଥିତିରେ ୨ ଗୋଷ୍ଠୀ ଗଣ୍ଡଗୋଳ, ୪ ଆହତ

ପୁରୀ ଜିଲ୍ଲା ବ୍ରହ୍ମଗିରିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ବ୍ରହ୍ମଗିରି ଥାନା ବଡଦିଆଣ୍ଡି ଗ୍ରାମରେ ବାତ୍ୟା ଆଶ୍ରୟସ୍ଥଳୀ ଶିଳାନ୍ୟାସକୁ କେନ୍ଦ୍ରକରି ପୋଲିସ ଉପସ୍ଥିତିରେ ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଦୁଇଗୋଷ୍ଠୀ ମଧ୍ୟରେ ଟେକା ପଥର ମାଡ଼ ସହ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା…