Tag: UFBU

Nationwide Bank Strike: ଆଜି ଦେଶବ୍ୟାପୀ ସରକାରୀ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ

ଆଜି ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ । ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ ପକ୍ଷରୁ ଆନ୍ଦୋଳନ କରାଯାଇଛି ।ସପ୍ତାହରେ ୫ ଦିନ କାମ କରିବା ଦାବିରେ ଆନ୍ଦୋଳନ ଡାକରା ଦିଆଯାଇଛି । କର୍ମଚାରୀମାନେ କାର୍ଯ୍ୟବନ୍ଦ କରି ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଛନ୍ତି…