ତାଜା ଖବର ରାଜ୍ୟ Admission Fee Refund: ଯୁକ୍ତ ୩ ଛାତ୍ରଛାତ୍ରୀଙ୍କୁ ଆଡମିଶନ ଫି ଫେରସ୍ତ କଲା ଉଚ୍ଚଶିକ୍ଷା ବିଭାଗ October 28, 2026 Papirani ଓଡ଼ିଶାରେ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ‘ଜ୍ଞାନୋଦୟ: ଶିକ୍ଷା ରୁ ସମୃଦ୍ଧି’ ଯୋଜନା ଅଧୀନରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଥମ ପର୍ଯ୍ୟାୟ…