Tag: UG Admission

Odisha Floods: ରାଜ୍ୟରେ ବଢ଼ିଲା ଯୁକ୍ତ ୩ ନାମଲେଖା ସମୟସୀମା

ରାଜ୍ୟରେ ଦେଖାଦେଇଥିବା ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡ଼ିକରେ ସ୍ନାତକ ପାଠ୍ୟକ୍ରମର ପ୍ରଥମ ପର୍ଯ୍ୟାୟ (Phase-I) ନାମଲେଖା ସମୟସୀମାରେ ସରକାର ସଂଶୋଧନ କରିଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳର…