Tag: Union Budget 2026

Union Budget 2026: ଶ୍ରମିକ, ଉଠା ଦୋକାନୀ ତଥା ମହିଳା ଶ୍ରମିକ ପ୍ରଶିକ୍ଷଣ ପାଇଁ ବଜେଟରେ ଅଧିକ ଅନୁଦାନ ଦାବି: କଂଗ୍ରେସ

ଅସଂଗଠିତ ଶ୍ରମିକ, ପ୍ରବାସୀ ଶ୍ରମିକ, ଜଙ୍ଗଲ ଶ୍ରମିକ, ଉଠା ଦୋକାନୀ ତଥା ମହିଳା ଶ୍ରମିକ ପ୍ରଶିକ୍ଷଣ ପାଇଁ ବଜେଟରେ ଅଧିକ ଅନୁଦାନ ଦାବି କରି ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଜାତୀୟ ଉପସଭାପତି ତଥା ରାଜ୍ୟ ସଭାପତି ଡ. ରାମଚନ୍ଦ୍ର ଖୁଂଟିଆ, ପ୍ରାକ୍ତନ…

Union Budget 2026: କେନ୍ଦ୍ରୀୟ ବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ଠାରେ ଶନିବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭କୁ ‘ବିକଶିତ ଭାରତ’ ଗଠନର ଏକ ବଳିଷ୍ଠ ଆଧାର ବୋଲି ଅଭିହିତ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ସବକା…

Union Budget 2026: ରେଳ ବଜେଟରେ ଓଡ଼ିଶା ପାଇଁ ୧୦ ହଜାର ୯୨୮ କୋଟି ଟଙ୍କା ଅନୁଦାନ

କେନ୍ଦ୍ର ରେଳ ବଜେଟରେ ୧୦,୯୨୮ କୋଟି ଟଙ୍କାର ବ୍ୟୟବରାଦ ସହିତ ଓଡ଼ିଶାକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ମିଳିଛି। ଓଡ଼ିଶା ପାଇଁ ବାର୍ଷିକ ହାରାହାରି ରେଳବାଇ ଆବଣ୍ଟନ ୨୦୦୯-୧୪ ମଧ୍ୟରେ ୧,୧୭୧ କୋଟିରୁ ବୃଦ୍ଧି ପାଇ ଚଳିତ ବଜେଟ୍ ଚକ୍ରରେ ୧୦,୯୨୮ କୋଟିରେ…

Union Budget 2026: ଚଳିତ ବଜେଟ ହେଉଛି ବିକଶିତ ଭାରତର ରୋଡମ୍ୟାପ: ମନମୋହନ ସାମଲ

ଆଜି ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ ଚଳିତ ଆର୍ଥିକ ବର୍ଷ ପାଇଁ ବଜେଟ ୨୦୨୬ ଉପସ୍ଥାପନ କରିଛନ୍ତି । ଏହାକୁ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଅର୍ଥମନ୍ତ୍ରୀ ନିର୍ମଳା…

Bhakta Criticises Union Budget 2026: କେନ୍ଦ୍ରୀୟ ବଜେଟ୍ ଦିଶାହୀନ, ଦୃଷ୍ଟିହୀନ, ନୀତିହୀନ: ଭକ୍ତ ଚରଣ ଦାସ

ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ ଚଳିତ ଆର୍ଥିକ ବର୍ଷ ପାଇଁ ବଜେଟ ୨୦୨୬ ଉପସ୍ଥାପନ କରିଛନ୍ତି । ଏହି ୨୦୨୬-୨୭ ଆଗତ ବଜେଟକୁ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ କଂଗ୍ରେସ ଭବନ ଠାରେ ଏକ ପ୍ରେସ ବିବୃତିରେ ନିଜ ମତାମତ…

Budget 2026: ବଜେଟକୁ ନେଇ ନିରାଶ ହେଲେ ବିଜେଡି ସୁପ୍ରିମୋ ନବୀନ

ଆଜି ଲୋକସଭାରେ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ବଜେଟକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିରାଶା ପ୍ରକାଶ କରିଛନ୍ତି । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ଏକ୍ସ ମାଧ୍ୟମରେ…

Union Budget 2026: ଚଳିତବର୍ଷ ବଜେଟ୍‌ରେ ବିଭିନ୍ନ କ୍ଷେତ୍ରରେ ଓଡ଼ିଶାକୁ ଦିଆଯାଇଛି ଗୁରୁତ୍ୱ; ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। ଚିତବର୍ଷ ବଜେଟ୍‌ରେ ଓଡ଼ିଶାକୁ ଗୁରୁତ୍ୱ ଦିଆଯାଇଛି। ଦେଶର ଖଣିଜ ସମ୍ପଦର ସଦୁପଯୋଗ…