Tag: Union minister

Union Minister George Kurian Resigns: କେନ୍ଦ୍ର ମନ୍ତ୍ରୀ ଜର୍ଜ କୁରିଆନ୍‌ଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି

କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଜର୍ଜ କୁରିଆନ। ତାଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତି ସମ୍ବିଧାନର ଧାରା ୭୫ ର ଧାରା (୨) ଅନୁଯାୟୀ ତୁରନ୍ତ ପ୍ରଭାବ…

Parliament Faceoff: ସଂସଦ ଭବନ ବାହାରେ ମୁହାଁମୁହିଁ ହେଲେ ରାହୁଲ ଗାନ୍ଧି ଓ ରବନୀତ ସିଂ ବିଟ୍ଟୁ

ସଂସଦ ଭବନ ପରିସରରେ ପ୍ରଦର୍ଶନ ସମୟରେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓ କେନ୍ଦ୍ର ମନ୍ତ୍ରୀ ରବନୀତ ସିଂ ବିଟ୍ଟୁଙ୍କ ମଧ୍ୟରେ ଯୁକ୍ତିତର୍କ ସ୍ଥିତି ଦେଖିବାକୁ ମିଳିଛି। ବିରୋଧୀଙ୍କ ବିରୋଧ ଯୋଗୁଁ ବୁଧବାର ଲୋକସଭା ମୁଲତବୀ ହେବା ପରେ,…

ପୁଣି ବିଗିଡ଼ିଲା ଜୁଏଲ ଓରାମଙ୍କ ସ୍ବାସ୍ଥ୍ୟାବସ୍ଥା

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ପୁଣି ଅସୁସ୍ଥ। ଅସୁସ୍ଥ ହେବା ପରେ ସୋମବାର ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ଶ୍ରୀ ଓରାମଙ୍କୁ ଏମ୍ସର ନ୍ୟୁ ପ୍ରାଇଭେଟ୍‌‌ ୱାର୍ଡରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। ଗତ ୧୧ରେ…

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ପରଲୋକ

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମ(୫୮)ଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ଡେଙ୍ଗୁରେ ଚିକିତ୍ସିତ ହେଉଥିଲେ। ପାର୍ଥିବ ଶରୀର ଭୁବନେଶ୍ବର ଲୁମ୍ବିନୀବିହାରସ୍ଥିତ ବାସଭବନରେ ପହଂଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଓଡ଼ିଶାର ପୂର୍ବ ସରକାର ଏବେ ସରକାର ମଧ୍ୟରେ ବହୁତ ତଫାତ ଅଛି: କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ରମନ୍ତ୍ରୀ

ଦୁଇଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର କୋଇଲା ଓ ଖଣି ରାଷ୍ଟ୍ର ମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ । ଭୁବନେଶ୍ବରରେ ପହଞ୍ଚିବା ପରେ କେନ୍ଦ୍ର ମନ୍ତ୍ରୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ପୂର୍ବ ସରକାର ଏବେ ସରକାର ମଧ୍ୟରେ ବହୁତ ତଫାତ ଅଛି ।…