ତାଜା ଖବର ରାଜ୍ୟ Student Election Cancelled in UNS College: ଯାଜପୁର ଉପେନ୍ଦ୍ରନାଥ ଶାରଦା ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନ ବାତିଲ; କ୍ୟାମ୍ପସରେ ତୀବ୍ର ଉତ୍ତେଜନା October 8, 2026 Papirani ଯାଜପୁର ଜିଲ୍ଲା ମୁଗୁପାଳ ସ୍ଥିତ ଉପେନ୍ଦ୍ରନାଥ ଶାରଦା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ ବିବାଦ ଦେଖାଦେଇଛି। ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ କଲେଜ ପରିସରରେ ତୀବ୍ର ଅସନ୍ତୋଷ ଓ ବିବାଦ ସୃଷ୍ଟି ହୋଇଛି। ମିଳିଥିବା ସୂଚନା ଅନୁସାରେ,…