Tag: Unseasonal rains

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେଇ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ୩୩ ପ୍ରତିଶତ ରୁ ଅଧିକ…

ଅଦିନିଆ ବର୍ଷା ଯୋଗୁଁ ହୋଇଥିବା ଫସଲ କ୍ଷତିଗ୍ରସ୍ତ ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅଦିନିଆ ବର୍ଷା ଯୋଗୁଁ ରାଜ୍ୟରେ ବ୍ୟାପକ ମାତ୍ରାରେ ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି । ଫସଲହାନୀ ଯୋଗୁଁ ରାଜ୍ୟରେ ଚାଷୀ ମୃତ୍ୟୁ ଅଭିଯୋଗ ଆସିଛି । ଏହି ପରିପ୍ରେକ୍ଷୀରେ ଫସଲ କ୍ଷୟକ୍ଷତି ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ।…

ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ୩୦ ତାରିଖ ସୁଦ୍ଧା ସରିବ ଆକଳନ

ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ…

ଅଦିନିଆ ବର୍ଷାରେ ଚିନାବାଦାମ ଫସଲ କ୍ଷୟକ୍ଷତିକୁ ନେଇ ବ୍ରହ୍ମଗିରି ବିଧାୟିକାଙ୍କ କ୍ଷତିପୂରଣ ଅନୁରୋଧ

ଲଘୁଚାପ ପ୍ରଭାବରେ ସପ୍ତାହେ ହେଲା ଲଗାଣ ବର୍ଷା ଜାରି ରହିଛି । ଫଳରେ ଅଧା ଓଡ଼ିଶାର ଚାଷୀଙ୍କ ମୁଣ୍ଡରେ ଚଡକ ପଡିଛି । ଲଘୁଚାପ ଜନିତ ଅଦିନିଆ ଲଗାଣ ବର୍ଷାରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ, କୃଷ୍ଣପ୍ରସାଦ ବ୍ଳକରେ ଚିନାବାଦାମ ଫସଲର ବ୍ୟାପକ…