ତାଜା ଖବର ରାଜ୍ୟ Punjab Rath Yatra suspends: ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ ପରେ ସ୍ଥଗିତ ରହିଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା May 20, 2026 Papirani ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ସ୍ଥଗିତ ।ଶ୍ରୀମନ୍ଦିର ପ୍ରଶାସନର ପ୍ରତିବାଦ ପରେ ମେ ୨୩ରେ ହେବାକୁ ଥିବା ରଥଯାତ୍ରାକୁ ସ୍ଥଗିତ ଘୋଷଣା କରାଯାଇଛି । ଫିରୋଜପୁର ସ୍ଥାନୀୟ ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ଏବଂ ମନ୍ଦିର କମିଟି ସଦସ୍ୟଙ୍କ ସହିତ ଆଲୋଚନା…