Tag: Utkal divas

Utkal Divas 2026: ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶା ପଦାର୍ପଣ କରିଛି ୯୧ ବର୍ଷରେ। ଓଡ଼ିଶା ଦିବସ ରାଜ୍ୟସ୍ତରୀୟ ଉତ୍ସବ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ସୁଆଣ୍ଡୋ ଗ୍ରାମରେ ଅନୁଷ୍ଠିତ ହୋଇଛି। ଗତ ବର୍ଷ ଏହା ଅନୁଷ୍ଠିତ ହୋଇଥିଲା…

Odisha CM Expressed Gratitude To PM: ଉତ୍କଳ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଚିଠି; କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଲେଖିଥିବା ଚିଠି ପାଇଁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍କଳ ଦିବସରେ ଓଡ଼ିଶାର ଗୌରବଶାଳୀ ଇତିହାସ ଏବଂ ଓଡ଼ିଆ ସଂସ୍କୃତିକୁ ସଭ୍ୟତାଗତ ଐତିହ୍ୟ ଭାବେ ବର୍ଣ୍ଣନା କରିଥିବାରୁ ପ୍ରଧାନମନ୍ତ୍ରୀ…

Utkal Divas 2026: ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚିଠି

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ସମସ୍ତ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ୪ ପୃଷ୍ଠାର ଚିଠି ଲେଖି ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟ କଥା…

Today Utkal Dibasa: ଆଜି ‘ଉତ୍କଳ ଦିବସ’; ଓଡିଶାବାସୀଙ୍କ ପାଇଁ ସ୍ମରଣୀୟ ଦିନ

ଆଜି ୯୦ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା। ୧୯୩୬ ମସିହା ଏପ୍ରିଲ ୧ ତାରିଖ ଓଡିଶାବାସୀଙ୍କ ପାଇଁ ସ୍ମରଣୀୟ ଦିନ।ଉତ୍କଳର ବରପୁତ୍ରମାନଙ୍କ ଉଦ୍ୟମରେ ଏହି ଦିନ ଓଡ଼ିଶା ଭାଷାଭିତ୍ତିକ ପ୍ରଥମ ରାଜ୍ୟର ମାନ୍ୟତା ପାଇଥିଲା। ୧୯୩୬ ଅପ୍ରେଲ ୧ ତାରିଖ…

ଏପ୍ରିଲ ୧ ରୁ ୧୪ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ ‘ଓଡ଼ିଆ ପକ୍ଷ’ ଭାବେ ପାଳନ ହେବ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଏହି ପକ୍ଷର ପ୍ରତ୍ୟେକ ମୁହୂର୍ତ୍ତ…

ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଆଜି ହେଉଛି ପବିତ୍ର ଉତ୍କଳ ଦିବସ । ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ୧୯୩୬ ମସିହା ଅପ୍ରେଲ୍‌ ୧ରେ ଓଡିଶା ଏକ ସ୍ୱତନ୍ତ୍ର ରାଜ୍ୟ ଭାବେ ନବଗଠିତ ହୋଇଥିଲା । ଏହି ସ୍ମୃତିରେ ପ୍ରତି ବର୍ଷ ଆଜିର ଦିନକୁ ଉତ୍କଳ…

ଓଡ଼ିଶାବାସୀଙ୍କୁ ‘ଉତ୍କଳ ଦିବସ’ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ

ଆଜି ହେଉଛି ପବିତ୍ର ଉତ୍କଳ ଦିବସ । ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ । ୧୯୩୬ ମସିହା…