ତାଜା ଖବର ମନୋରଞ୍ଜନ ଶ୍ବେତଗଙ୍ଗା ପୁଷ୍କରିଣୀରେ ଉତ୍ତମଙ୍କ ଅସ୍ଥି ବିସର୍ଜନ କଲେ ବାବୁସାନ March 12, 2025 Papirani ପୁରୀ ଶ୍ବେତଗଙ୍ଗା ପୁଷ୍କରିଣୀରେ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରାଯାଇଛି। ପୁଅ ବାବୁସାନ ଆଜି ପରିବାର ସହ ଶ୍ବେତଗଙ୍ଗା ପୁଷ୍କରିଣୀ ଯାଇ ବାପା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରିଛନ୍ତି। ବାବୁ ସାନଙ୍କ ସହ ତାଙ୍କ ସ୍ତ୍ରୀ ତୃପ୍ତି ମଧ୍ୟ ଉପସ୍ଥିତଥିବାର…
ତାଜା ଖବର ମନୋରଞ୍ଜନ ରାଜ୍ୟ ଭୁବନେଶ୍ୱର ବାସଭବନରେ ପହଞ୍ଚିଲା ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର February 28, 2025 Papirani ଭୁବନେଶ୍ୱର ବାସଭବନରେ ପହଞ୍ଚିଲା ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର । ୬୬ ବର୍ଷ ବୟସରେ ଚିରବିଦାୟ ନେଇଛନ୍ତି ଉତ୍ତମ । ବିମାନବନ୍ଦରରୁ ସିଧାସଳଖ ଜଗନ୍ନାଥ ବିହାର ବାସଭବନକୁ ଅଣାଯାଇଛି ଉତ୍ତମଙ୍କ ପାର୍ଥିବ ଶରୀର । ବାସଭବନରେ ହେବ ଅନ୍ତିମ…
ମନୋରଞ୍ଜନ ରାଜ୍ୟ ସତ୍ୟନଗର ଶ୍ମଶାନରେ ହେବ ଉତ୍ତମ ମହାନ୍ତିଙ୍କ ଶେଷ କୃତ୍ୟ February 28, 2025 Nirvay ଆଜି ଭୁବନେଶ୍ୱରସ୍ଥିତ ସତ୍ୟନଗର ଶ୍ମଶାନରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।…
ମନୋରଞ୍ଜନ ରାଜ୍ୟ ପରଲୋକରେ ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତି February 28, 2025 Nirvay ଆଉ ନାହାନ୍ତି ଓଡ଼ିଆ ସିନେମା ଜଗତର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତି । ୬୬ ବର୍ଷ ବୟସରେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ଇହଧାମ ପରିତ୍ୟାଗ କରିଛନ୍ତି ଉତ୍ତମ । ଗତ କିଛି ଦିନ ହେଲା ଲିଭର ସିରୋସିସ…
ରାଜ୍ୟ ଅଧିକ ଚିକିତ୍ସା ପାଇଁ ଏୟାରଲିଫ୍ଟ ହେବେ ଅଭିନେତା ଉତ୍ତମ ମହାନ୍ତି: ବାବୁସାନ February 8, 2025 Nirvay ଓଲିଉଡ ଅଭିନେତା ଉତ୍ତମ ମହାନ୍ତିଙ୍କ ଅବସ୍ଥା ଗୁରୁତର ଥିବାବେଳେ ସେ ବର୍ତ୍ତମାନ ଭୁବନେଶ୍ୱର ସ୍ଥିତ କିମ୍ସ ହସ୍ପିଟାଲରେ ଆଇୟିୟୁରେ ଚିକିତ୍ସାଧୀନ ଅଛନ୍ତି । ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଗୁରଗାଓଁର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯିବା ନେଇ…
ରାଜ୍ୟ ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତି ଗୁରୁତର February 8, 2025 Nirvay ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତି ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି । ଚିକିତ୍ସା ନିମନ୍ତେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆଇସିୟୁରେ ଚିକିତ୍ସା ଚାଲିଥିବା ବେଳେ ବର୍ତ୍ତମାନ ସେ ଭେଣ୍ଟିଲେଟରରେ ଥିବା ସୂଚନା ମିଳିଛି…