Tag: VB-G RAM

PMAY-G Houses In Odisha: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ଅଧୀନରେ ଗୃହ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (PMAY-G) ଅଧୀନରେ ଗୃହ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ବଲାଙ୍ଗିରସ୍ଥିତ ପଥରଚେପା ପଡ଼ିଆଠାରେ ଆୟୋଜିତ ରାଜ୍ୟସ୍ତରୀୟ ମେଗା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ତଥା…