Tag: Vice-President

Vice President In Odisha: ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ୍

ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ୍ । ନିର୍ଦ୍ଧାରିତ ସମୟର ୨୫ ମିନିଟ ପୂର୍ବରୁ ଭୁବନେଶ୍ବରରେ ପହଞ୍ଚିଥିଲେ ଉପରାଷ୍ଟ୍ରପତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ କଟକ ଯାଇଛନ୍ତି । ନେତାଜୀଙ୍କ ୧୨୯ ତମ ଜୟନ୍ତୀ ଅବସରରେ ବାସଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…

Vice President to Visit Odisha: ଜାନୁଆରୀ ୨୩ରେ ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି

ଜାନୁଆରୀ ୨୩ରେ ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି । ସିପି ରାଧାକ୍ରିଷ୍ଣନ୍‌ । ଜାନୁଆରୀ ୨୩ରେ କଟକ ଆସିବା ନେଇ ଉପରାଷ୍ଟ୍ରପତି ସହମତି ଦେଇଛନ୍ତି । ଉପରାଷ୍ଟ୍ରପତି ନେତାଜୀଙ୍କ ଜନ୍ମ ଜୟନ୍ତୀ ଉତ୍ସବରେ ସାମିଲ ହେବେ । ନେତାଜୀ ଜୟନ୍ତୀରେ ନେତାଜୀଙ୍କ ଜନ୍ମସ୍ଥାନ…

୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍

ଶପଥ ନେଲେ ସିପିରାଧାକ୍ରିଷ୍ଣନ୍। ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍। ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଲେ ରାଷ୍ଟ୍ରପତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ଭୋଟିଂ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟଗ୍ରହଣ ଆରମ୍ଭ । ଅପରାହ୍ଣ ୫ଟା ପର୍ଯ୍ୟନ୍ତ ହେବ ଭୋଟ ଗ୍ରହଣ । ଗୋପନ ବାଲଟ୍‌ରେ ଭୋଟ୍ ଦେଉଛନ୍ତି ସାଂସଦ । ସଂସଦ ଭବନରେ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସନ୍ଧ୍ୟା ୬ଟାରେ ଭୋଟ୍…

ଆସନ୍ତାକାଲି ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ଉପରାଷ୍ଟ୍ରପତି

ଆସନ୍ତାକାଲି ଅନୁଷ୍ଠିତ ହେବ ବିଶ୍ୱପ୍ରସିଦ୍ଧ ରଥାଯାତ୍ରା। ଏହି ଅବସରରେ ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ଉପରାଷ୍ଟ୍ରପତି। ଉପରାଷ୍ଟ୍ରପତି ଜଗଦୀପ ଧନକଡଙ୍କ ସମେତ ଅନେକ ଶିଳ୍ପପତି ଓ ଭିଭିଆଇପି ପୁରୀ ଆସି ରଥଯାତ୍ରା ଦେଖିବେ। ଏନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ…

ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ; ଏମ୍ସରେ ଭର୍ତ୍ତି

ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ । ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇପଡ଼ିବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆର୍ୟୁ ବିଜ୍ଞାନ ସଂସ୍ଥା ତଥା ଏମସ୍ ରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଛାତିରେ…