ତାଜା ଖବର ଦେଶ ଦେଶର ୧୫ତମ ଉପରାଷ୍ଟ୍ରପତି ହେଲେ ସିପି ରାଧାକ୍ରିଷ୍ଣନ September 9, 2025 Nirvay ଉପରାଷ୍ଟ୍ରପତି ନିର୍ବାଚନ ଜିତିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ । ମହାରାଷ୍ଟ୍ର ରାଜ୍ୟପାଳ ତଥା ତାମିଲନାଡୁ ବିଜେପିର ପୂର୍ବତନ ରାଜ୍ୟ ସଭାପତି ସିପି ରାଧାକ୍ରିଷ୍ଣନ ଏବେ ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ଆଜି ସନ୍ଧ୍ୟାରେ ରାଜ୍ୟସଭା ମହାସଚିବ…
ତାଜା ଖବର ଦେଶ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଇସ୍ତଫା ମଞ୍ଜୁର July 22, 2025 Papirani ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଇସ୍ତଫା ମଞ୍ଜୁର । ଉପରାଷ୍ଟ୍ରପତିଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗତକାଲି ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ ଜଗଦୀପ ଧନଖଡ଼। ଯାହାକୁ ରାଷ୍ଟ୍ରପତି ସମ୍ବିଧାନର ଅନୁଚ୍ଛେଦ ୬୭(ଏ) ଆଧାରରେ…
ତାଜା ଖବର ଦେଶ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଲେ ଜଗଦୀପ ଧନଖଡ଼ July 21, 2025 Nirvay ଜଗଦୀପ ଧନଖଡ଼ ଆଜି ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି । କୁହାଯାଉଛି ଯେ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ସେ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ନିକଟକୁ ଜଗଦୀପ ଧନଖଡ଼ ଇସ୍ତଫା ପତ୍ର ପଠାଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ରରେ…