Tag: Video

ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡ଼ିଲା ଡ୍ରୋନ୍: ଭିଡିଓ ଭାଇରାଲ

ସୋସିଆଲ ମିଡିଆରେ ଅପରେସନ ଗ୍ୟାଲେରୀର ଏକ ଭିଡିଓ ଭାଇରାଲ୍ ହେଉଛି । ଯେଉଁଥିରେ ହୀରାକୁଦ ଡ୍ୟାମ୍‌ର ନିଷିଧାଞ୍ଚଳରେ ଡ୍ରୋନ୍ ଉଡ଼ିବା ଦେଖାଯାଇଛି । ହୀରାକୁଦରେ ଗେଟ୍ ଖୋଲିବା ସମୟର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଘୁରିବୁଲୁଛି । ଏଭଳି ହେବା କଥା…