Tag: vigilance

Kantapara Tahasildar Arrested: ଗିରଫ ହେଲେ କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଜିଲ୍ଲାର କଣ୍ଟାପଡ଼ାର ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କୁ ଗିରଫ କରିଛି ଭିଜିଲାନ୍ସ। ତାଙ୍କୁ ଆଜି କଟକର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟରେ ହାଜର କରାଯାଇଛି। ଗତକାଲି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତହସିଲଦାର…

Odisha Vigilance: ଭିଜିଲାନ୍ସ ଜାଲରେ ୨ ଇଞ୍ଜିନିୟର

ଲାଞ୍ଚ ଜାଲରେ ମୟୂରଭଞ୍ଜ ଉଦଳାର AEE ଓ JE । ୬୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ୨ ଯନ୍ତ୍ରୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ମୟୂରଭଞ୍ଜ ଜିଲ୍ଲା ଉଦଳା ସବ-ଡିଭିଜନର ଓଡ଼ିଶା ଲିଫ୍ଟ ଇରିଗେସନ୍ କର୍ପୋରେସନ (OLIC)ର ଦୁଇଜଣ ଯନ୍ତ୍ରୀଙ୍କୁ ଜଣେ…

ଆସିଷ୍ଟାଣ୍ଟ ଟ୍ୟାକ୍ସ କମିଶନର୍‌ ସରିତା ବାରିକ ଗିରଫ

ଆସିଷ୍ଟାଣ୍ଟ ଟ୍ୟାକ୍ସ କମିଶନର୍‌ ସରିତା ବାରିକ ଗିରଫ। ଗତକାଲି ମଙ୍ଗଳବାର ଲାଞ୍ଚ ନେଉଥିବା ବେଳେ ଧରାପଡିଥିଲେ ଭୁବନେଶ୍ୱର-IV ସର୍କଲର ସହକାରୀ ରାଜ୍ୟ ଟିକସ କମିଶନର ସରିତା ବାରିକ। ଗତକାଲି ଟିକସ ଛାଡ ପାଇଁ ବେକରୀ ସପ୍ ମାଲିକଙ୍କଠାରୁ ୨୫ ହଜାର ଟଙ୍କା…

ଭିଜିଲାନ୍ସ ଜାଲରେ କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନ୍‌ DFO

କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନ୍‌ DFO । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନ୍‌ DFO ନିତ୍ୟାନନ୍ଦ ନାୟକ । ଅନୁଗୁଳ, କେନ୍ଦୁଝର, ନୟାଗଡ଼ର ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି…

ମାଙ୍ଗାନିଜ ଚୋରା ଚାଲାଣ ଘଟଣା; କୋଇଡ଼ା ଖଣି ମଣ୍ଡଳରେ ଭିଜିଲାନ୍ସ ଟିମ୍

କୋଇଡ଼ାରେ ବେଧଡକ ଭାବେ ଚାଲିଛି ମାଙ୍ଗାନିଜ ଚୋରା ଚାଲାଣ। ସୁନ୍ଦରଗଡ଼ କୋଇଡ଼ା ହେମଗିରିରେ ବିଭିନ୍ନ ଖଣି ଦୁର୍ନୀତିର ତଦନ୍ତ ଆରମ୍ଭ କରିଛି ଭିଜିଲାନ୍ସ । ଘଟଣାସ୍ଥଳରେ ଭିଜିଲାନ୍ସର ୧୦ ଜଣିଆ ଟିମ୍‌ର ତଦନ୍ତ । ସୁନ୍ଦରଗଡର କୋଇଡ଼ାରେ ORSACର ୪ ଜଣ…

ଲାଞ୍ଚ ନେଇ ଧରାପଡ଼ିବା ପରେ ଗିରଫ ହେଲେ ଧର୍ମଗଡ଼ ଉପଜିଲ୍ଲାପାଳ

ଧର୍ମଗଡ଼ ଉପ-ଜିଲ୍ଲାପାଳ ଧୀମାନ ଚକମା ଗିରଫ । ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ । ଏହା ପରେ ତାଙ୍କୁ ଗିରଫ ହୋଇଛନ୍ତି। ତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଚଢ଼ାଉରେ ପ୍ରାୟ ୪୭…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ପୁଣି ଭିଜିଲାନ୍ସ ଜାଲରେ ପଡିଛନ୍ତି କନିଷ୍ଠ ଯନ୍ତ୍ରୀ । ଆଜି ସକାଳୁ ସକାଳୁ ନୂଆପଡା ଜିଲ୍ଲାର R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଇଥିବା ଜଣାପଡ଼ିଛି।…

ଭିଜିଲାନ୍ସ ଜାଲରେ ଏଏସଆଇ

ଭିଜିଲାନ୍ସ ଜାଲରେ ଏଏସଆଇ । ଲଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ତିଗିରିଆ ଥାନା ଏଏସଆଇ ପ୍ରଦୀପ କୁମାର ବେହେରା। ଏକ ଫୌଜଦାରୀ ମାମଲାର ରଫାଦଫା ନିମନ୍ତେ ୫୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ। ପ୍ରଦୀପଙ୍କୁ…

ଭିଜିଲାନ୍ସ ଜାଲରେ ବିଇଓ ଅଫିସ ଆକାଉଣ୍ଟାଣ୍ଟ

ଭିଜିଲାନ୍ସ ଜାଲରେ ବିଇଓ ଅଫିସ ଆକାଉଣ୍ଟାଣ୍ଟ । ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି ଭିଜିଲାନସ । କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକ ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ଏମ ଡି ଫିରୋଜ ଖାଁ ସ୍କୁଲ ଡ୍ରେସ ବିଲ୍…

ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର ଶକ୍ତି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ଉପରେ ଆରମ୍ଭରୁ କଡ଼ା ଆଭିମୁଖ୍ୟ ନେଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆସିଛନ୍ତି। ବିଶେଷ କରି ଉଚ୍ଚ ସ୍ତରରେ ଦୁର୍ନୀତି ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଏଥିପାଇଁ ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର…