ତାଜା ଖବର ରାଜ୍ୟ Vigilance Awareness: ଦୁର୍ନୀତିରେ ଯୁବ ଅଧିକାରୀଙ୍କ ସଂପୃକ୍ତି ନେଇ କ୍ଷୋଭ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 28, 2025 Papirani ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ କ୍ଷୋଭ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ସରକାରୀ ଅଧିକାରୀମାନଙ୍କୁ ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହିତ ଯୁବପୀଢ଼ି ଦୁର୍ନୀତିରେ ଲିପ୍ତ ହେବା ନେଇ ମୁଖ୍ୟମନ୍ତ୍ରୀ…