ତାଜା ଖବର ରାଜ୍ୟ Vigilance Raid: ହାଟଡ଼ିହିର ବାଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ December 30, 2025 Papirani କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ଅନ୍ତର୍ଗତ ବାଞ୍ଚୋ ପଞ୍ଚାୟତ ପିଇଓ ଜିତେନ୍ଦ୍ର କୁମାର ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି । କେନ୍ଦୁଝର ଜିଲ୍ଲାର ବିଭିନ୍ନ ସ୍ଥାନରେ ଏହି ତଲାସୀ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତିଠୁଳ ୬ଟି ଠିକଣାରେ ଚଢ଼ଉ କରାଯାଉଛି…
ତାଜା ଖବର ରାଜ୍ୟ Vigilance Raid: ଭିଜିଲାନ୍ସ ଜାଲରେ ବାରଙ୍ଗର ଅତିରିକ୍ତ ତହସିଲଦାର December 30, 2025 Papirani ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରାଯାଉଛି। ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ୪ଟି ଠିକଣାରେ ଭିଜିଲାନ୍ସ ତଲାସ…
ରାଜ୍ୟ Vigilance Raid: କୋଟିପତି ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ December 27, 2025 Nirvay ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କୋରାପୁଟ ସେମିଳିଗୁଡ଼ା ବନାଞ୍ଚଳ ଅଧିକାରୀ ନିରଞ୍ଜନ ଶତପଥୀଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଛି । ଗତକାଲି ନିରଞ୍ଜନଙ୍କ ୫ ଠିକଣାରେ ଭିଜିଲାନ୍ସ ରେଡ୍ ହୋଇଥିଲା । ଚଢାଉରେ ୬ ଜଣ ଡିଏସପି, ୭ ଇନସପେକ୍ଟର…
ତାଜା ଖବର ରାଜ୍ୟ Vigilance Raid Forester: ଭିଜିଲାନ୍ସ ଜାଲରେ ସେମିଳିଗୁଡା ଫରେଷ୍ଟର December 26, 2025 Papirani ଭିଜିଲାନ୍ସ ଜାଲରେ ଫରେଷ୍ଟର । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କୋରାପୁଟ ସେମିଳିଗୁଡ଼ାର ଫରେଷ୍ଟର ନିରଂଜନ ଶତପଥୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ନିରଞ୍ଜନଙ୍କ ୫ ଠିକଣାରେ ରେଡ୍ ଜାରି ରହିଛି । ନିରଞ୍ଜନ ଶତପଥୀଙ୍କ ସରକାରୀ…
ତାଜା ଖବର ରାଜ୍ୟ Vigilance Raid: ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ୱ ସହାୟକ December 24, 2025 Papirani ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ୱ ସହାୟକ । ବରିଷ୍ଠ ରାଜସ୍ୱ ସହାୟକ ବାସୁଦେବ ଭୋଇଙ୍କ ବାସଭବନରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ ସମ୍ବଲପୁରର ସେଟେଲମେଣ୍ଟ ଅଫିସରଙ୍କ କାର୍ଯ୍ୟାଳୟରେ…
ରାଜ୍ୟ Vigilance Raid: ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ December 20, 2025 Nirvay ଜଗତସିଂହପୁର ଜିଲ୍ଲା ରାହାମା ଫରେଷ୍ଟ ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ସଦର ଥାନା ଚାଟରା ସ୍ଥିତ ଘର ସମେତ ୫ଟି ସ୍ଥାନରେ ଚଢ଼ାଉ ହୋଇଛି । କଟକ…
ତାଜା ଖବର ରାଜ୍ୟ Vigilance Raid: ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା ଅଧିକାରିଣୀ December 18, 2025 Papirani ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଦଶମନ୍ତପୁର ଥାନା ଅଧିକାରିଣୀ । କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନା ଆଇଆଇସି ସୁକମା ହାଁସଦା ଲାଞ୍ଚ ନେବା ଅଭିଯୋଗରେ ଧରାପଡ଼ିଛନ୍ତି । ମାମଲାର ରଫାଦଫା କରିବାକୁ ୨୦ ହଜାର ଟଙ୍କା ଲାଞ୍ଚ ମାଗି ଫସିଲେ।…
ତାଜା ଖବର ରାଜ୍ୟ Vigilance Raid: ଭିଜିଲାନ୍ସ ଜାଲରେ RWSS କିରାଣି ଟି. ଭେଙ୍କଟ ଗିରିରାଓ November 13, 2025 Papirani ଭିଜିଲାନ୍ସ ଜାଲରେ କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓ । ୨୦ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ । ଅବସରପ୍ରାପ୍ତ ଫିଟର ମିସ୍ତ୍ରୀ ତ୍ରିଲୋଚନ ଶବରଙ୍କଠାରୁ ନେଉଥିଲେ ଲାଞ୍ଚ…
ତାଜା ଖବର ରାଜ୍ୟ Keonjhar DSSO Arrested: ଭିଜିଲାନ୍ସ ଜାଲରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ November 6, 2025 Papirani ଭିଜିଲାନ୍ସ ଜାଲରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ (DSSO)ବିପ୍ଳବ କେଶରୀ ସାମନ୍ତରାୟ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ତାଙ୍କର ୩ଟି ଠିକଣାରେ ଏକା…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ଓଏଏସ୍ ଅଧିକାରୀ October 8, 2025 Papirani ଭିଜିଲାନ୍ସ ଜାଲରେ ଓଏଏସ୍ ଅଧିକାରୀ। ଲାଞ୍ଚ ନେବା ବେଳେ ଗଞ୍ଜାମ ବେଲଗୁଣ୍ଠା NAC କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀଙ୍କୁ କାବୁ କଲା ଭିଜିଲାନ୍ସ । ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ । ଜଣେ କର୍ମଚାରୀଙ୍କ ରିଲିଜ ଅର୍ଡର…