Tag: Vigilance Raid

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଓ କାର୍ଯ୍ୟାଳୟରେ ଚଢାଉ କରିଛି ଭିଜିଲାନ୍ସ । ଜୟପୁର ଓ ଭୁନେଶ୍ବରର ଏକକାଳୀନ ୬ଟି…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁରର ମହିଳା ଥାନା ଏଏସଆଇ ବବିତା ସୁନା

ଲାଞ୍ଚ ନେଇ ଧରା ପଡିଲେ ବ୍ରହ୍ମପୁରର ମହିଳା ଥାନା ଏଏସଆଇ ବବିତା ସୁନା। ଏକ ମାମଲାର ରଫାଦଫା ପାଇଁ ୧୦ହଜାର ତାଙ୍କ ଲାଞ୍ଚ ନେଉଥିବା ସମୟରେ ଧରିଥିଲା ଭିଜିଲାନ୍ସ। ବବିତା ସୁନାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ନିଜ ହେପାଜତକୁ…

ଭିଜିଲାନ୍ସ ଜାଲରେ କୋଟିପତି ମୁଖ୍ୟ ଯନ୍ତ୍ରୀ; ବର୍ତ୍ତମାନ ସୁଦ୍ଧା ୨କୋଟି ନଗତ ଟଙ୍କା ଜବତ

ଭିଜିଲାନ୍ସ ଜାଲରେ କୋଟିପତି ମୁଖ୍ୟ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସ୍ଥିତ RW ଡିଭିଜନ୍ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ।ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢାଉ। ଅନୁଗୋଳ, ଢେ଼ଙ୍କାନାଳ, କଟକ…

ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ABDO ଅସିତ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରିଛି । ଏକକାଳୀନ…

ଏଇଇଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ରେଡ୍‌ । ଢେଙ୍କାନାଳ ଜିଲ୍ଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ଆଜି ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି । ଆୟ…

ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ

ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆଜି ସକାଳୁ ଭିଜିଲାନ୍ସର ଟିମ୍ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ଘରେ ଚଢ଼ଉ କରିଛନ୍ତି । ଭୁବନେଶ୍ବର ସ୍ଥିତ ବାସଭବନରେ ଭିଜିଲାନ୍ସର ୨ଜଣିଆ ଟିମ୍‌ର ରେଡ୍‌ ହୋଇଛି ।…

ଭିଜିଲାନ୍ସ ଜାଲରେ ଏସଟିଏ ଡେପୁଟି କମିଶନର ପ୍ରଦୀପ ମହାନ୍ତି

ଭିଜିଲାନ୍ସ ଜାଲରେ ଏସଟିଏ ଡେପୁଟି କମିଶନର। ରାଜ୍ୟ ପରିବହନ ପ୍ରାଧିକରଣର ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଘର, ଅଫିସ ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ। ଭୁବନେଶ୍ବର, କଟକ, ଖୋର୍ଦ୍ଧା, ପୁରୀ…

ଲାଞ୍ଚ ନେଇ ଧରାପଡିଲେ କୁନ୍ଦୁଲି ଲ୍ୟାମ୍ପ ଶାଖା ଦାୟିତ୍ୱରେ ଥିବା ସତ୍ୟରଞ୍ଜନ ଚାଲାଣ

ଲାଞ୍ଚ ନେଇ ଧରାପଡ଼ିଛନ୍ତି ସରକାରୀ ବାବୁ । ଚାଷୀଙ୍କ ପାଖରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରା ପଡ଼ିଲେ କୋରାପୁଟ ଜିଲ୍ଲା ସେମିଲିଗୁଡା ବ୍ଲକ କୁନ୍ଦୁଲି ଲ୍ୟାମ୍ପ ଶାଖା ଦାୟିତ୍ୱରେ ଥିବା ସତ୍ୟରଞ୍ଜନ ଚାଲାଣ। ଜଣେ ମାଣ୍ଡିଆ ଚାଷୀଙ୍କ ପାଖରୁ…

ଭିଜିଲାନ୍ସ ଜାଲରେ ରେମୁଣା ତହସିଲଦାର

ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଭିଜିଲନ୍ସ ଚଢ଼ାଉ କରିଛି । ବାଲେଶ୍ୱରର ୪ଟି…

ମାଲକାନଗିରି ଜଳ ସମ୍ପଦ ପ୍ରକଳ୍ପ ନିର୍ଦେଶକଙ୍କ ଘରୁ ଦେଢ଼ କୋଟି ଟଙ୍କା ଜବତ

ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସର ଚଢ଼ାଉ । ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ…