Tag: Vigilance Raid

୧୫ ମାସରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ୧୯୯ ସରକାରୀ ବାବୁ

୧୫ ମାସରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ୧୯୯ ସରକାରୀ ବାବୁ । ଏ ନେଇ ଆଜି ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନ ୨୦୨୪ ଜୁନ ମାସରୁ ଏଯାବତ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଆୟବର୍ହିଭୁତ ସମ୍ପତ୍ତି ଠୁଳ…

ଭିଜିଲାନ୍ସ ଜାଲରେ କାଶୀପୁର ରେଞ୍ଜର୍

ଭିଜିଲାନ୍ସ ଜାଲରେ କାଶୀପୁର ରେଞ୍ଜର୍ ଅନ୍ତର୍ଯ୍ୟାମୀ ସାହୁ ।ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି । ଆୟର୍ବହିଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ସରକାରୀ ବାସଭବନ ଓ ଅଫିସ୍ ସମେତ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ।…

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ । ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଚିତ୍ତରଞ୍ଜନ ରାଉତ । ଶ୍ରମ କାର୍ଡ କରାଇଦେବା ପାଇଁ ନୟାଗଡ଼ ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ କିରାଣୀ

ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ମୁଖ୍ୟାଳୟରେ ଥିବା ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲର ଜଣେ କିରାଣୀ । କିରାଣୀ ଜଣକ ରୂପଚାନ୍ଦ ନାଏକ । ପେନସନ୍…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୁଲିସ୍ ଏସ୍‌ଆଇ

ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଣେ ପୁଲିସ୍ ଏସ୍ଆଇ। ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବରଗଡ଼ ଜିଲ୍ଲାର ପୁଲିସ୍ ଏସ୍ଆଇ ଜଗା ବରିହା । ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ୭ ହଜାର…

ଭିଜିଲାନ୍ସ ଜାଲରେ କଟକ ସିଡିଏମଓର ସିନିୟର୍ ଆସିଷ୍ଟାଣ୍ଟ

ଭିଜିଲାନ୍ସ ଜାଲରେ କଟକ ସିଡିଏମଓର ସିନିୟର୍ ଆସିଷ୍ଟାଣ୍ଟ । ସରକାରୀ ଅର୍ଥ ହେରଫେର ଅଭିଯୋଗରେ କଟକ ଚୌଦ୍ବାର ସିଡିଏମଓର ସିନିୟର୍ ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀ । ସିନିୟର୍ ଆସିଷ୍ଟାଣ୍ଟଙ୍କ ପ୍ରଧାନିଆ ଫାର୍ମ ହାଉସ୍, ଘର ଓ ଅଫିସ୍ ସମେତ ୫ଟି…

ଭିଜିଲାନ୍ସ ଜାଲରେ ଅନୁଗୁଳ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଅନୁଗୁଳରେ କାର୍ଯ୍ୟରତ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା । ଭୁବନେଶ୍ୱର, ରାଉରକେଲା ସୁନ୍ଦରଗଡ଼, ଅନୁଗୁଳ ଓ ଗଞ୍ଜାମର ୮…

ଭିଜିଲାନ୍ସ ଜାଲରେ ମୁନିଗୁଡାର ସ୍ୱାସ୍ଥ୍ୟକର୍ମୀ

ଭିଜିଲାନ୍ସ ହାତରେ ସ୍ୱାସ୍ଥ୍ୟକର୍ମୀ । ଲାଞ୍ଚ ନେବାବେଳେ ରାୟଗଡ଼ା ମୁନିଗୁଡା ସିଏଚସି ସ୍ୱାସ୍ଥ୍ୟକର୍ମୀ କୁଞ୍ଜବିହାରୀ ରାଉତଙ୍କୁ ଧରିଛି ଭିଜିଲାନ୍ସ। ଜନ୍ମ ସାର୍ଟିଫିକେଟ ସଂଶୋଧନ ପାଇଁ ୩ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗିରଫ ହୋଇଛନ୍ତି କୁଞ୍ଜବିହାରୀ । ଏହା ପରେ…

ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ ଦେବାଶିଷ ପଣ୍ଡା

ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲ ଅଫିସର ଦେବାଶିଷ ପଣ୍ଡା । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୭ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ସମ୍ବଲପୁର, ଭୁବନେଶ୍ୱର, ବହ୍ମପୁର ସହ ଆଉ କିଛି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ ।…

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଓ କାର୍ଯ୍ୟାଳୟରେ ଚଢାଉ କରିଛି ଭିଜିଲାନ୍ସ । ଜୟପୁର ଓ ଭୁନେଶ୍ବରର ଏକକାଳୀନ ୬ଟି…