ରାଜ୍ୟ ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଦିଲେଶ୍ୱର ମାଝୀ July 3, 2025 Nirvay ଭିଜିଲାନ୍ସ ଜାଲରେ ଆଉ ଜଣେ ବାବୁ । ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଦିଲେଶ୍ୱର ମାଝୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଟିଟିଲାଗଡ଼ରେ ଥିବା ଦିଲେଶ୍ଵର ମାଝୀଙ୍କ ସରକାରୀ ବାସଭବନ, ଅଫିସ ସମେତ ସମ୍ବଲପୁର, ବ୍ରଜରାଜନଗର,…