Tag: vigilance

ମାଙ୍ଗାନିଜ ଚୋରା ଚାଲାଣ ଘଟଣା; କୋଇଡ଼ା ଖଣି ମଣ୍ଡଳରେ ଭିଜିଲାନ୍ସ ଟିମ୍

କୋଇଡ଼ାରେ ବେଧଡକ ଭାବେ ଚାଲିଛି ମାଙ୍ଗାନିଜ ଚୋରା ଚାଲାଣ। ସୁନ୍ଦରଗଡ଼ କୋଇଡ଼ା ହେମଗିରିରେ ବିଭିନ୍ନ ଖଣି ଦୁର୍ନୀତିର ତଦନ୍ତ ଆରମ୍ଭ କରିଛି ଭିଜିଲାନ୍ସ । ଘଟଣାସ୍ଥଳରେ ଭିଜିଲାନ୍ସର ୧୦ ଜଣିଆ ଟିମ୍‌ର ତଦନ୍ତ । ସୁନ୍ଦରଗଡର କୋଇଡ଼ାରେ ORSACର ୪ ଜଣ…

ଲାଞ୍ଚ ନେଇ ଧରାପଡ଼ିବା ପରେ ଗିରଫ ହେଲେ ଧର୍ମଗଡ଼ ଉପଜିଲ୍ଲାପାଳ

ଧର୍ମଗଡ଼ ଉପ-ଜିଲ୍ଲାପାଳ ଧୀମାନ ଚକମା ଗିରଫ । ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ । ଏହା ପରେ ତାଙ୍କୁ ଗିରଫ ହୋଇଛନ୍ତି। ତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଚଢ଼ାଉରେ ପ୍ରାୟ ୪୭…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ପୁଣି ଭିଜିଲାନ୍ସ ଜାଲରେ ପଡିଛନ୍ତି କନିଷ୍ଠ ଯନ୍ତ୍ରୀ । ଆଜି ସକାଳୁ ସକାଳୁ ନୂଆପଡା ଜିଲ୍ଲାର R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଇଥିବା ଜଣାପଡ଼ିଛି।…

ଭିଜିଲାନ୍ସ ଜାଲରେ ଏଏସଆଇ

ଭିଜିଲାନ୍ସ ଜାଲରେ ଏଏସଆଇ । ଲଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ତିଗିରିଆ ଥାନା ଏଏସଆଇ ପ୍ରଦୀପ କୁମାର ବେହେରା। ଏକ ଫୌଜଦାରୀ ମାମଲାର ରଫାଦଫା ନିମନ୍ତେ ୫୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ। ପ୍ରଦୀପଙ୍କୁ…

ଭିଜିଲାନ୍ସ ଜାଲରେ ବିଇଓ ଅଫିସ ଆକାଉଣ୍ଟାଣ୍ଟ

ଭିଜିଲାନ୍ସ ଜାଲରେ ବିଇଓ ଅଫିସ ଆକାଉଣ୍ଟାଣ୍ଟ । ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି ଭିଜିଲାନସ । କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକ ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ଏମ ଡି ଫିରୋଜ ଖାଁ ସ୍କୁଲ ଡ୍ରେସ ବିଲ୍…

ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର ଶକ୍ତି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ଉପରେ ଆରମ୍ଭରୁ କଡ଼ା ଆଭିମୁଖ୍ୟ ନେଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆସିଛନ୍ତି। ବିଶେଷ କରି ଉଚ୍ଚ ସ୍ତରରେ ଦୁର୍ନୀତି ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଏଥିପାଇଁ ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର…

୨୦୨୪ ବର୍ଷରେ ଭିଜିଲାନ୍ସକୁ ମିଳିଛି ବଡ଼ ସଫଳତା

୨୦୨୪ରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ୧୮୧ ସରକାରୀ ବାବୁ । ଚଳିତ ବର୍ଷ ଚଢାଉ ଓ ମାମଲା ସଂମ୍ପର୍କରେ ତଥ୍ୟ ଦେଇଛି ଓଡ଼ିଶା ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ । ତଥ୍ଯ ଅନୁସାରେ ୨୦୨୪ରେ ମୋଟ୍ ୨୦୦ଟି ଫୌଜଦାରୀ ମାମଲା ରୁଜୁ ହୋଇଛି…

ଭିଜିଲାନ୍ସ ଜାଲରେ ସରକାରୀ ବାବୁ; ଲାଞ୍ଚୁଆ ଏଏସଆଇ ଫେରାର

ପୁଣି ଭିଜିଲାନ୍ସ ପଞ୍ଜାରେ ସରକାରୀ ବାବୁ। ଲାଞ୍ଚ ନେବାବେଳେ ଭିଜିଲାନ୍ସ ଦ୍ୱାରା ଧରା ପଡିଲେ କଳାହାଣ୍ଡି ଜୁନାଗଡ଼ ଥାନା ଗ୍ରାମରକ୍ଷୀ। ତେବେ ଏଏସଆଇଙ୍କ ପାଇଁ ୩୫୦୦ ଟଙ୍କା ଗ୍ରାମରକ୍ଷୀ ଲାଞ୍ଚ ନେଉଥିବା ମାଡି ବସିଥିଲା ଭିଜିଲାନ୍ସ। କଳାହାଣ୍ଡି ଜୁନାଗଡ଼ ଥାନା ଗ୍ରାମରକ୍ଷୀ…

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍ ରେବତୀ ରମଣ ଯୋଶୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ । ସମ୍ବଲପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚଢ଼ାଉ…

ଭିଜିଲାନ୍ସ ଜାଲରେ ତେଲ ଜଳସେଚନ ଡିଭିଜନର ନିର୍ବାହୀ ଯନ୍ତ୍ରୀ

ସୋନପୁର ଜିଲ୍ଲା ତେଲ ଜଳସେଚନ ଡିଭିଜନର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢୀ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଜଣେ ଠିକାଦାରଙ୍କ ବିଲ କରାଇଦେବା ପାଇଁ ଲାଞ୍ଚ ନେବା ବେଳେ ଧରା ପଡିଛନ୍ତି। ଠିକାଦାର ଦେବରଞ୍ଜନ ତ୍ରିପାଠୀ ବିଲ କରାଇଦେବା ପାଇଁ ଶ୍ରୀ…