Tag: vigilance

ନୂଆପଡ଼ା ଏମଭିଆଇଙ୍କୁ ଗିରଫ କଲା ଭିଜିଲାନ୍ସ

ନୂଆପଡ଼ା ଏମଭିଆଇ ବିଜୟ ବେହୁରିଆଙ୍କୁ ଗିରଫ କରିଛି ଭିଜିଲାନ୍ସ । ୧ ଲକ୍ଷ ୩୨ ହଜାର ଟଙ୍କା ଜବତ ମାମଲାରେ ଭିଜିଲାନ୍ସ ଗିରଫ କରିଛି। ଶନିବାର ବିଜୟଙ୍କ ଗାଡ଼ିରୁ ଟଙ୍କା ଜବତ ହୋଇଥିଲା। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ମେଡିକାଲ…

୧ ଲକ୍ଷ ୩୨ ହଜାର ଟଙ୍କା ନେଇ ଯାଉଥିବା ବେଳେ ଧରାପଡ଼ିଲେ ନୂଆପଡ଼ା ଏମ୍‌ଭିଆଇ 

ଟଙ୍କା ନେଇ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଏମ୍‌ଭିଆଇ ବିଜୟ ବେହୁରିଆ । ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ହସ୍ପିଟାଲ ଛକରେ ଧରିଲା ଭିଜିଲାନ୍ସ । ଗାଡ଼ିର ଯାଞ୍ଚ ବେଳେ ଗାଡିରୁ ମିଳିଲା ନଗଦ ୧ ଲକ୍ଷ ୩୨…

ତାଳଚେର ଖଣି ଉପନିର୍ଦ୍ଦେଶକଙ୍କୁ ଗିରଫ କଲା ଭିଜିଲାନ୍ସ

ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି। ଗତକାଲି ରେଡ୍ ପରେ ଗିରଫ କରିଛି ଭିଜିଲାନ୍ସ। ଖଣି ଉପନିର୍ଦ୍ଦେଶକଙ୍କ ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଅଛି। ୨ଟି ମାର୍କେଟ…

୮୦ ଦିନରେ ହୋଇଛି ୩୯ ଜଣ ସରକାରୀ କର୍ମଚାରୀଙ୍କ ଉପରେ ରେଡ୍‌

ରାଜ୍ୟରେ ୮୦ ଦିନରେ ୩୯ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ଉପରେ ହୋଇଛି ରେଡ୍‌ । ଆଜି ବିଧାନସଭାରେ ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନ ଭିଜିଲାନ୍ସ ଚଢାଉ ଉପରେ ରହିଥିବା ବେଳେ ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୮୦…

ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢଉ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢଉ କରିଛି। ଏକକାଳୀନ ୫ଟି ସ୍ଥାନରେ ଚଢ଼ଉ ଜାରି ରଖିଛି। ତାଳଚେରରେ ଥିବା ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର,…

କନିଷ୍ଠ ଯନ୍ତ୍ରୀଙ୍କ ଘରୁ ପୁଳା ପୁଳା ଟଙ୍କା ଠାବ

ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଘରୁ ଜବତ ହୋଇଛି ନଗଦ ୧୪ ଲକ୍ଷ ୮୧ ହଜାର ୩ ଶହ ଟଙ୍କା। କେବଳ ସେତିକି ନୁହେଁ, ତାଙ୍କ ଘରୁ ୩୦ ଭରି ସୁନା ଗହଣା ମିଳିଥିବା ସୂଚନା…

ଛତ୍ରପୁର ବିଇଓଙ୍କୁ ଗିରଫ କଲା ଭିଜିଲାନ୍ସ

ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଟିମ ଏକକାଳୀନ ୬ଟି ସ୍ଥାନରେ ରେଡ୍ କରିଥିଲା। ଛତ୍ରପୁର ଅଫିସ୍ ସମେତ ବ୍ରହ୍ମପୁରର ୩ଟି ଓ ପୋଲସରାର ୨ଟି…

ଭିଜିଲାନ୍ସ ଜାଲରେ ଡିଇଓ ଅଫିସ କିରାଣୀ

ଭିଜିଲାନ୍ସ ଜାଲରେ ବାଲେଶ୍ବର ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟୟାଳୟର କିରାଣୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କିରାଣୀ ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । ପ୍ରଦୀପଙ୍କ ଘର ସମେତ ଶେରଗଡ଼ ଛକସ୍ଥିତ ମାର୍କେଟ କମ୍ପ୍ଲେକ୍ସରେ ଚଢ଼ଉ କରିଛି।…

ଭିଜିଲାନ୍ସ ଜାଲରେ ଆର୍‌ଆଇ

ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରି ବାବୁ । ଲାଞ୍ଚ ନେବା ବେଳେ ଧରାପଡ଼ିଲେ ବାଲିକୁଦା ତହସିଲ ମଲ୍ଲିକାପୁର ଆର୍‌ଆଇ ବିଭୁଦତ୍ତ ସାହୁ । ଜଗତସିଂହପୁର ଭିଜିଲାନ୍ସ ବିଭାଗ ଦ୍ଵାରା ଆରଆଇ ବିଭୁଦତ ସାହୁଙ୍କୁ ଗିରଫ କରାଯାଇଛି। ଜମି କିସମ ବଦଳ…

ସିଏଚଏସଇ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା ସିଏଚଏସଇ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସିଏଚଏସଇ ରେକର୍ଡ ସପ୍ଲାୟର ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ପୁରେନ୍ଦ୍ରଙ୍କ ଭୁବନେଶ୍ୱରର କାନନବିହାରରେ ଥିବା…