Tag: vigilance

୨୦୨୪ ବର୍ଷରେ ଭିଜିଲାନ୍ସକୁ ମିଳିଛି ବଡ଼ ସଫଳତା

୨୦୨୪ରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ୧୮୧ ସରକାରୀ ବାବୁ । ଚଳିତ ବର୍ଷ ଚଢାଉ ଓ ମାମଲା ସଂମ୍ପର୍କରେ ତଥ୍ୟ ଦେଇଛି ଓଡ଼ିଶା ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ । ତଥ୍ଯ ଅନୁସାରେ ୨୦୨୪ରେ ମୋଟ୍ ୨୦୦ଟି ଫୌଜଦାରୀ ମାମଲା ରୁଜୁ ହୋଇଛି…

ଭିଜିଲାନ୍ସ ଜାଲରେ ସରକାରୀ ବାବୁ; ଲାଞ୍ଚୁଆ ଏଏସଆଇ ଫେରାର

ପୁଣି ଭିଜିଲାନ୍ସ ପଞ୍ଜାରେ ସରକାରୀ ବାବୁ। ଲାଞ୍ଚ ନେବାବେଳେ ଭିଜିଲାନ୍ସ ଦ୍ୱାରା ଧରା ପଡିଲେ କଳାହାଣ୍ଡି ଜୁନାଗଡ଼ ଥାନା ଗ୍ରାମରକ୍ଷୀ। ତେବେ ଏଏସଆଇଙ୍କ ପାଇଁ ୩୫୦୦ ଟଙ୍କା ଗ୍ରାମରକ୍ଷୀ ଲାଞ୍ଚ ନେଉଥିବା ମାଡି ବସିଥିଲା ଭିଜିଲାନ୍ସ। କଳାହାଣ୍ଡି ଜୁନାଗଡ଼ ଥାନା ଗ୍ରାମରକ୍ଷୀ…

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍ ରେବତୀ ରମଣ ଯୋଶୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ । ସମ୍ବଲପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚଢ଼ାଉ…

ଭିଜିଲାନ୍ସ ଜାଲରେ ତେଲ ଜଳସେଚନ ଡିଭିଜନର ନିର୍ବାହୀ ଯନ୍ତ୍ରୀ

ସୋନପୁର ଜିଲ୍ଲା ତେଲ ଜଳସେଚନ ଡିଭିଜନର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢୀ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଜଣେ ଠିକାଦାରଙ୍କ ବିଲ କରାଇଦେବା ପାଇଁ ଲାଞ୍ଚ ନେବା ବେଳେ ଧରା ପଡିଛନ୍ତି। ଠିକାଦାର ଦେବରଞ୍ଜନ ତ୍ରିପାଠୀ ବିଲ କରାଇଦେବା ପାଇଁ ଶ୍ରୀ…

ଭିଜିଲାନ୍ସ ପଞ୍ଝାରେ ଖାଦ୍ୟ ସୁରକ୍ଷା ଅଧିକାରୀ

ଭିଜିଲାନ୍ସ ଜାଲରେ ଧରାପଡିଲେ ଲାଞ୍ଚୁଆ ସରକାରୀ ବାବୁ । ବ୍ରେଡ୍ ଫ୍ଯାକ୍ଟ୍ରି ଲାଇସେନ୍ସ ନବୀକରଣ ନାଁରେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେନ୍ଦ୍ରାପଡ଼ା ଖାଦ୍ୟ ସୁରକ୍ଷା ଅଧିକାରୀ ବିଭାସ ମଜୁମଦାର। ଏହା ପରେ ଖାଦ୍ୟ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ନିର୍ମାଣ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍‌ଭି ହରିହର ରାଓ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ କରିଛି। ୧୧ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ଅଫିସ ସମେତ ସରକାରୀ ବାସଭବନ ଓ…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଦୁର୍ନୀତିଗ୍ରସ୍ତ ସରକାରୀ ବାବୁ ସମ୍ପତ୍ତି ଆକଳନ ବଢ଼ିବାରେ ଲାଗିଛି। ସରକାରୀ କର୍ମଚାରୀଙ୍କ ସମ୍ପତ୍ତି ଦେଖିଲେ ଆଖି ଖୋସି ହୋଇଯିବ। ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ଉ…

ନୂଆପଡ଼ା ଏମଭିଆଇଙ୍କୁ ଗିରଫ କଲା ଭିଜିଲାନ୍ସ

ନୂଆପଡ଼ା ଏମଭିଆଇ ବିଜୟ ବେହୁରିଆଙ୍କୁ ଗିରଫ କରିଛି ଭିଜିଲାନ୍ସ । ୧ ଲକ୍ଷ ୩୨ ହଜାର ଟଙ୍କା ଜବତ ମାମଲାରେ ଭିଜିଲାନ୍ସ ଗିରଫ କରିଛି। ଶନିବାର ବିଜୟଙ୍କ ଗାଡ଼ିରୁ ଟଙ୍କା ଜବତ ହୋଇଥିଲା। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ମେଡିକାଲ…

୧ ଲକ୍ଷ ୩୨ ହଜାର ଟଙ୍କା ନେଇ ଯାଉଥିବା ବେଳେ ଧରାପଡ଼ିଲେ ନୂଆପଡ଼ା ଏମ୍‌ଭିଆଇ 

ଟଙ୍କା ନେଇ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଏମ୍‌ଭିଆଇ ବିଜୟ ବେହୁରିଆ । ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ହସ୍ପିଟାଲ ଛକରେ ଧରିଲା ଭିଜିଲାନ୍ସ । ଗାଡ଼ିର ଯାଞ୍ଚ ବେଳେ ଗାଡିରୁ ମିଳିଲା ନଗଦ ୧ ଲକ୍ଷ ୩୨…

ତାଳଚେର ଖଣି ଉପନିର୍ଦ୍ଦେଶକଙ୍କୁ ଗିରଫ କଲା ଭିଜିଲାନ୍ସ

ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି। ଗତକାଲି ରେଡ୍ ପରେ ଗିରଫ କରିଛି ଭିଜିଲାନ୍ସ। ଖଣି ଉପନିର୍ଦ୍ଦେଶକଙ୍କ ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଅଛି। ୨ଟି ମାର୍କେଟ…