Tag: vigilance

ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢଉ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢଉ କରିଛି। ଏକକାଳୀନ ୫ଟି ସ୍ଥାନରେ ଚଢ଼ଉ ଜାରି ରଖିଛି। ତାଳଚେରରେ ଥିବା ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର,…

କନିଷ୍ଠ ଯନ୍ତ୍ରୀଙ୍କ ଘରୁ ପୁଳା ପୁଳା ଟଙ୍କା ଠାବ

ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଘରୁ ଜବତ ହୋଇଛି ନଗଦ ୧୪ ଲକ୍ଷ ୮୧ ହଜାର ୩ ଶହ ଟଙ୍କା। କେବଳ ସେତିକି ନୁହେଁ, ତାଙ୍କ ଘରୁ ୩୦ ଭରି ସୁନା ଗହଣା ମିଳିଥିବା ସୂଚନା…

ଛତ୍ରପୁର ବିଇଓଙ୍କୁ ଗିରଫ କଲା ଭିଜିଲାନ୍ସ

ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଟିମ ଏକକାଳୀନ ୬ଟି ସ୍ଥାନରେ ରେଡ୍ କରିଥିଲା। ଛତ୍ରପୁର ଅଫିସ୍ ସମେତ ବ୍ରହ୍ମପୁରର ୩ଟି ଓ ପୋଲସରାର ୨ଟି…

ଭିଜିଲାନ୍ସ ଜାଲରେ ଡିଇଓ ଅଫିସ କିରାଣୀ

ଭିଜିଲାନ୍ସ ଜାଲରେ ବାଲେଶ୍ବର ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟୟାଳୟର କିରାଣୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କିରାଣୀ ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । ପ୍ରଦୀପଙ୍କ ଘର ସମେତ ଶେରଗଡ଼ ଛକସ୍ଥିତ ମାର୍କେଟ କମ୍ପ୍ଲେକ୍ସରେ ଚଢ଼ଉ କରିଛି।…

ଭିଜିଲାନ୍ସ ଜାଲରେ ଆର୍‌ଆଇ

ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରି ବାବୁ । ଲାଞ୍ଚ ନେବା ବେଳେ ଧରାପଡ଼ିଲେ ବାଲିକୁଦା ତହସିଲ ମଲ୍ଲିକାପୁର ଆର୍‌ଆଇ ବିଭୁଦତ୍ତ ସାହୁ । ଜଗତସିଂହପୁର ଭିଜିଲାନ୍ସ ବିଭାଗ ଦ୍ଵାରା ଆରଆଇ ବିଭୁଦତ ସାହୁଙ୍କୁ ଗିରଫ କରାଯାଇଛି। ଜମି କିସମ ବଦଳ…

ସିଏଚଏସଇ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା ସିଏଚଏସଇ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସିଏଚଏସଇ ରେକର୍ଡ ସପ୍ଲାୟର ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ପୁରେନ୍ଦ୍ରଙ୍କ ଭୁବନେଶ୍ୱରର କାନନବିହାରରେ ଥିବା…

ଗିରଫ ହେଲେ ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ରାଜ୍ୟ ସଡ଼କ ଏବଂ ପରିବହନ ନିଗମ(ଓଏସଆରଟିସି)ର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କୁ ଗିରଫ କଲା ଭିଜିଲାନ୍ସ । ୧୯୯୧ ରୁ ଚାକିରୀ କରିଥିବା ବିଜୟ କୁମାର ମଙ୍ଗରାଜ ୨୦୨୫ ରେ…

ବନ୍ୟପ୍ରାଣୀ ଆଇନ ଉଲ୍ଲଙ୍ଘନ; ଢେଙ୍କାନାଳ ସଦର ରେଞ୍ଜର ଗିରଫ

ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯଇଥିଲା । ବିଡିଓ ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ବନ୍ୟପ୍ରାଣୀ…

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଢେଙ୍କାନାଳ ରତ୍ନବଜାରସ୍ଥିତ ୩ ମହଲା କୋଠା, ଆଉ ଏକ ୨ ମହଲା କୋଠା, କଟକ ଜିଲ୍ଲା ଆଠଗଡ଼ସ୍ଥିତ ବ୍ରଏଲର ଫାର୍ମ,…

ସରକାରୀ ଟିକସ ହେରଫେର; ଆସିଷ୍ଟାଣ୍ଟ କମିଶନରଙ୍କୁ ଗିରଫ କଲା ଭିଜିଲାନ୍ସ

ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ବିଭାଗ ରେଡ କରିବା ପରେ ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍‌ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀ ଗିରଫ ହୋଇଛନ୍ତି। ବିନୟଙ୍କ ୨ ବ୍ୟକ୍ତିଗତ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ଭିଜିଲାନ୍ସ। ତେବେ…