ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ August 16, 2024 Nirvay ପୁଣି ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। କଟକ, ଭୁବନେଶ୍ବର ଓ କେନ୍ଦ୍ରାପଡା ସମେତ ୫ଟି ସ୍ଥାନରେ…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ଭୂତତ୍ତ୍ୱବିତ August 14, 2024 Nirvay ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ଅଧିକାରୀ। ୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗର ଭୂତଳ ଜଳ ଉନ୍ନୟନ ଖଣ୍ଡର ଜିଓଲୋଜିଷ୍ଟ (ଭୂତତ୍ତ୍ୱବିତ) ଅସୀମ ଅଂଶୁମାନ ନାୟକ। କନସଲଟାନ୍ସି ଫି’ କରାଇଦେବା ପାଇଁ ୫୦ ହଜାର…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ନୀଳଗିରି ଡେପୁଟି କଲେକ୍ଟର August 14, 2024 Nirvay ଭିଜିଲାନ୍ସ ଜାଲରେ ଆଉ ଆଉ ଜଣେ ସରକାରୀ ବାବୁ। ନୀଳଗିରି ଡେପୁଟି କଲେକ୍ଟର ପରିକ୍ଷିତ ଜେନାଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ଉ କରିଥିବା ଜଣାପଡିଛି। ପରିକ୍ଷିତଙ୍କ ବାଲିଗୋହିରିସ୍ଥିତି ଭଡା ଘରେ…
ତାଜା ଖବର ରାଜ୍ୟ ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ମିଶ୍ରଙ୍କୁ ଗିରଫ କଲା ଭିଜିଲାନ୍ସ August 13, 2024 Nirvay ଅମାପ ସମ୍ପତ୍ତିର ମାଲିକ ତଥା ରାସ୍ତା ଓ ଗୃହ ନିର୍ମାଣ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର ଗିରଫ ହୋଇଛନ୍ତି । ସମ୍ପତ୍ତି ଦେଖିଲେ ତାଜୁବ ହେବେ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଵିଭାଗ ଗିରଫ କରିଥିବା…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ August 9, 2024 Papirani ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ । ଶ୍ମଶାନ ଉନ୍ନତୀକରଣ କାମର ବିଲ୍ କରାଇବାକୁ ଠିକାଦାରଙ୍କଠୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ନାଉଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ ସ୍ମୃତିରଞ୍ଜନ ନାୟକ…
ତାଜା ଖବର ରାଜ୍ୟ ସରୁନି ସମ୍ପତ୍ତି ଆକଳନ: ଯନ୍ତ୍ରୀଙ୍କ ନାଁରେ ଆଉ ୨୦ଟି ପ୍ଲଟ୍ ଠାବ August 8, 2024 Nirvay ସରୁନି ଯନ୍ତ୍ରୀଙ୍କ ପିଲାଟି ଗଣା। ଜଳସେଚନ ବିଭାଗ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଭାସ ପ୍ରଧାନ ଗତ ୩ ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିବା ପରେ ଗିରଫ ହୋଇଥିଲେ। ହେଲେ ଆଜି ଯାଏଁ କୁବେର ଯନ୍ତ୍ରୀଙ୍କ…
ତାଜା ଖବର ରାଜ୍ୟ ଭିଜିଲାନ୍ସ ପଞ୍ଝାରେ ଆଠଗଡ଼ ବିଡିଓ August 7, 2024 Nirvay ପୁଣି ଭିଜିଲାନ୍ସ ପଞ୍ଝାରେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କଟକ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ। ପ୍ରଦ୍ୱୀବଙ୍କ ଘରେ ରେଡ଼ କରୁଛି ଭିଜିଲାନ୍ସ । ଏକକାଳୀନ ୮ଟି ସ୍ଥାନରେ ରେଡ୍…
ତାଜା ଖବର ରାଜ୍ୟ କୁବେର ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ August 6, 2024 Nirvay ସରୁନି କୁବେର ଯନ୍ତ୍ରୀଙ୍କ ସମ୍ପତ୍ତି ଆକଳନ। ଆଖି ଖୋସି ହୋଇଗଲା ଭଳି ଘର ଓ ସମ୍ପତ୍ତି। ଏହାମଧ୍ୟରେ ଯାଞ୍ଚ ଓ ଛାନଭିନ ପରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କୁ ବାନ୍ଧିଲା…
ରାଜନୀତି ରାଜ୍ୟ ଗିରଫ ହେଲେ ଲାଞ୍ଚୁଆ ବିଡିଓ August 2, 2024 Nirvay କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ବିଡିଓ ଅକ୍ଷମିତା କାର୍ତ୍ତିକ ଗୁରୁବାର ୪.୯୨ ଲକ୍ଷ ଟଙ୍କା ନେଇ ଭିଜିଲାନ୍ସ ହାତରେ ଧରାପଡିଥିବା ବେଳେ ଶୁକ୍ରବାର ତାଙ୍କୁ ଗିରଫ କରାଯାଇଛି । ଏ ନେଇ କୋରାପୁଟ ଭିଜିଲାନ୍ସ ବିଭାଗ କେସ ନମ୍ବର ୧୪/୨୦୨୪ରେ ଏକ…
ତାଜା ଖବର ରାଜ୍ୟ ଭିଜିଲାନ୍ସ ପଞ୍ଝାରେ ଗୋଲାମୁଣ୍ଡା ବ୍ଲକ ବିଡିଓ August 1, 2024 Nirvay ସରକାରୀ ଅଧିକାରୀ ଲାଞ୍ଚ ନେଇ ଧରାପଡ଼ିବା ନିତିଦିନିଆ ଘଟଣା ହୋଇଗଲାଣି। କାଲି ଜଟଣୀ ବ୍ଲକ ସହାକାରୀ ଯନ୍ତ୍ରୀ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଥିବା ବେଳେ ଆଜି ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି ଗୋଲାମୁଣ୍ଡା ବ୍ଲକ ବିଡିଓ ଅକ୍ଷାମିତା କାର୍ତ୍ତିକ। ଭବାନୀପାଟଣାରୁ…