Tag: vigilance

ଭିଜିଲାନ୍ସ ପଞ୍ଝାରେ ଗୋଲାମୁଣ୍ଡା ବ୍ଲକ ବିଡିଓ

ସରକାରୀ ଅଧିକାରୀ ଲାଞ୍ଚ ନେଇ ଧରାପଡ଼ିବା ନିତିଦିନିଆ ଘଟଣା ହୋଇଗଲାଣି। କାଲି ଜଟଣୀ ବ୍ଲକ ସହାକାରୀ ଯନ୍ତ୍ରୀ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଥିବା ବେଳେ ଆଜି ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି ଗୋଲାମୁଣ୍ଡା ବ୍ଲକ ବିଡିଓ ଅକ୍ଷାମିତା କାର୍ତ୍ତିକ। ଭବାନୀପାଟଣାରୁ…

ସାଂଘାତିକ ଅଭିଯୋଗ: ନିବେଦିତା ମାଡାମଙ୍କ ବିନା ଅନୁମତିରେ କିଛି କାମ ହୁଏନି

ଭିଜିଲାନ୍ସ ପଞ୍ଝାରେ ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତି। ମଙ୍ଗଳବାର ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଥିବା ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ଶ୍ରୀମତୀ ମହାନ୍ତିଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ବିଲ୍ ପାସ କରିଦେବା…

ଭିଜିଲାନ୍ସ ଜାଲରେ ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ । ଭୁବନେଶ୍ୱରର ଖଣ୍ଡଗିରିସ୍ଥିତ ଘରେ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କୁ ଭିଜିଲାନ୍ସ ବିଭାଗ ଧରିଥିଲା ।ସୂଚନାଯୋଗ୍ୟ, ପୁରୁଣା ଏକ…

ଭିଜିଲାନ୍ସ ପଞ୍ଝାରେ ଭୁବନେଶ୍ୱର ଅବକାରୀ ଜଏଣ୍ଟ କମିଶନର

ଭୁବନେଶ୍ୱର ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ଶ୍ରୀ ମିଶ୍ରଙ୍କ ଘରେ ଚଢ଼ଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍‌ ଚାଲିଥିବା ଜଣାପଡ଼ିଛି। ଏକାସଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢ଼ଉ ଜାରି…

ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଯେତେ ଖୋଜୁଛି, ସେତେ ବାହାରୁଛି

ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ଵଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚିଫ୍ କନଷ୍ଟ୍ରକସନ ଇଞ୍ଜିନିୟର ସୁନିଲ ରାଉତଙ୍କ ଘରେ ଚାଲିଛି ଚଢ଼ାଉ। ଆଜି ଚଢ଼ାଉର ଦ୍ଵିତୀୟ ଦିନ । ଗତକାଲି ଓଡ଼ିଶା…

ଭିଜିଲାନ୍ସ ଜାଲରେ ପଡିଲେ ମତ୍ସ୍ୟ ସମ୍ପଦ ବିଭାଗ ଡେପୁଟି ଡାଇରେକ୍ଟର

ସରକାରୀ ଟଙ୍କା ହଡପ ଅଭିଯୋଗରେ ଭିଜିଲାନ୍ସ ଜାଲରେ କଟକ ମତ୍ସ୍ଯ ସମ୍ପଦ ବିଭାଗ ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସ । ମତ୍ସ୍ୟ ଉପନିର୍ଦ୍ଦେଶକ ବସନ୍ତ କୁମାର ଦାସଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି । ପୁରୁଣା…

ଭିଜିଲାନ୍ସର ହାତରେ ଧରାପଡିଲେ ସରପଞ୍ଚ 

ଭିଜିଲାନ୍ସର ହାତରେ ଧରାପଡିଛନ୍ତି କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ବ୍ରୁଣ୍ଡାବାହାଲ ଗ୍ରାମପଞ୍ଚାୟତ ସରପଞ୍ଚ ଦୀନେଶ କୁମାର ରାଉତ । ଗୋଲାମୁଣ୍ଡାରୁ ବ୍ରୁଣ୍ଡାବାହାଲକୁ ବୋଲେରୋରେ ୫ ଲକ୍ଷ ୪୦ ହଜାର ଟଙ୍କା ନେଇ ଯାଉଥିବାବେଳେ ଖାଲିଆକାନି ନିକଟରେ ଓଡିଶା ଭିଜିଲାନ୍ସର ହାତରେ…

ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ତହସିଲଦାର

ଭିଜିଲାନ୍ସ ଜାଲରେ ଫସିଲେ ନୟାଗଡ ଜିଲ୍ଲା ଖଣ୍ଡପଡା ତହସିଲଦାର । ତହସିଲଦାର ଧୋବେଇ ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରିଛି । ଭାପୁର ଏବଂ ଭୁବନେଶ୍ଵରସ୍ଥିତ ବାସଭବନରେ ଭିଜିଲାନ୍ସ ପକ୍ଷରୁ ରେଡ୍ ହୋଇଥିବା ସୂଚନା । ତହସିଲ ଅଫିସର ଜଣେ…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆରଆଇ ଓ ଏଆରଆଇ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆରଆଇ ଓ ଏଆରଆଇ ।ଜଣେ ବ୍ୟକ୍ତିଙ୍କ ଠାରୁ ୫ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବୀରମହାରାଜପୁର ଖଣ୍ଡହତା ଆରଆଇ ରାଜେନ୍ଦ୍ର ମିଶ୍ର ଓ ଏଆରଆଇ ପଞ୍ଚାନନ ଡାଙ୍ଗ । ସୂଚନା…

କୋଟିପତି RTO ବସନ୍ତ ମହାପାତ୍ରଙ୍କ କଳା ସାମ୍ରାଜ୍ୟ

ବୌଦ୍ଧ RTO ବସନ୍ତ ମହାପାତ୍ରଙ୍କ ସମ୍ପତ୍ତି ଦେଖି ସାରା ଓଡ଼ିଶା ଆଜି ସ୍ତବ୍ଧ । କୋଟି କୋଟି ଟଙ୍କାର ସମ୍ପତ୍ତି ହୋଇଛି ଠାବ । ଏପର୍ଯ୍ୟନ୍ତ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଭିଜିଲାନ୍ସ ରେଡ଼ । ବସନ୍ତ ମହାପାତ୍ର…