Tag: Vijay Mohapatra

Odisha Rajya Sabha Election: ବିଜୟ ମହାପାତ୍ରଙ୍କୁ ଭେଟିଲେ ଦିଲ୍ଲୀପ ରାୟ

ବିଜୟ ମହାପାତ୍ରଙ୍କ ଘରେ ଦିଲ୍ଲୀପ ରାୟ । ବାସଭବନକୁ ଯାଇ ବିଜୟ ମହାପାତ୍ରଙ୍କୁ ଭେଟି ଆଲୋଚନା କଲେ ଦିଲ୍ଲୀପ ରାୟ । ପରସ୍ପରକୁ ମିଠା ଖୁଆଇ ନୂଆ ବାର୍ତ୍ତା ଦେଲେ । ରାଜ୍ୟସଭା ନିର୍ବାଚନକୁ ନେଇ ଦିଲ୍ଲୀପ ରାୟଙ୍କୁ ଜିତାଇବା ପାଇଁ…