Tag: Vinaytosh Mishra

National Sports Day: ଜାତୀୟ କ୍ରୀଡା ଦିବସ ଅବସରରେ ଓଡ଼ିଶା ପୋଲିସର କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ତଥା ଜାତୀୟ କ୍ରିଡା ଦିବସ ଅବସରରେ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସ ଠାରେ ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର କୃତୀ ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।…

Odisha Interim DGP Meets Governor: ରାଜ୍ୟପାଳଙ୍କୁ ସାକ୍ଷାତ କଲେ ନୂତନ ଅନ୍ତରୀଣ ଡିଜିପି ବିନୟତୋଷ ମିଶ୍ର

ଲୋକ ଭବନଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ସାକ୍ଷାତ କରିଛନ୍ତି ଓଡ଼ିଶା ପୋଲିସର ନୂତନ ଅନ୍ତରୀଣ ମହାନିର୍ଦ୍ଦେଶକ (DGP) ବିନୟତୋଷ ମିଶ୍ର। ଏହି ସୌଜନ୍ୟମୂଳକ ସାକ୍ଷାତକାର ସମୟରେ ରାଜ୍ୟପାଳ ନୂତନ ଡିଜିପିଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ​ସାକ୍ଷାତକାର ଅବସରରେ ରାଜ୍ୟପାଳ…

Interim DGP Assumes Charge: ଓଡ଼ିଶା ପୋଲିସର ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କଲେ ବିନୟତୋଷ ମିଶ୍ର

ଆଇପିଏସ ବିନୟତୋଷ ମିଶ୍ର ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ପୂର୍ବତନ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଠାରୁ ଓଡ଼ିଶା ପୋଲିସର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ଵ ଗ୍ରହଣ କରିଛନ୍ତି । ବିନୟତୋଷ ମିଶ୍ର ପୋଲିସ…

Odisha DGP Change: ଆଜି ସରୁଛି ଖୁରାନିଆଙ୍କ କାର୍ଯ୍ୟକାଳ; ବିନୟତୋଷ ମିଶ୍ର ସମ୍ଭାଳିବେ ଅନ୍ତରୀଣ ଦାୟିତ୍ୱ

ଆଜି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ (DGP) ୱାଇ.ବି. ଖୁରାନିଆ ଚାକିରିରୁ ଅବସର ନେବେ। ତାଙ୍କ ପରେ ପରବର୍ତ୍ତୀ ଡିଜିପି ନିଯୁକ୍ତି ପର୍ଯ୍ୟନ୍ତ ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ତଥା କ୍ରାଇମ୍‌ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଅନ୍ତରୀଣ ଦାୟିତ୍ୱ ସମ୍ଭାଳିବେ।