ରାଜନୀତି ରାଜ୍ୟ ବିଶାଳ ଦାସଙ୍କୁ ଆୟକର ବିଭାଗର ପଚରାଉଚରା May 17, 2024 Nirvay ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ତାଙ୍କୁ ପଚରାଉଚରା କରାଯାଇଥିବା ସୂଚନା ମିଳିଛି।ତେବେ କେଉଁ ଅଭିଯୋଗରେ ପଚରାଉଚରା ହୋଇଛି…