ଦେଶ ରାଜନୀତି ରାଜ୍ୟ ମହାନଦୀ ଜଳ ବିବାଦର ସମାଧାନ ପାଇଁ ଛତିଶଗଡ଼ ଓ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା March 22, 2025 Nirvay ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ…