ତାଜା ଖବର ରାଜନୀତି ରାଜ୍ୟ ନବୀନଙ୍କ ମଣ୍ଡପ ବୁଲିବା ରାଜନୀତି ପଛରେ ଭକ୍ତି ନୁହେଁ ଭୟ October 15, 2024 Papirani ପୂର୍ବତନ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଗତ କିଛିବର୍ଷ ହେଲା ଦୁର୍ଗାପୂଜା ସମୟରେ ମଣ୍ଡପ ବୁଲିବା ଭୁଲି ଯାଇଥିଲେ। ଦୁର୍ଗାପୂଜା ଛୁଟିରେ ପ୍ରାୟତଃ ସେ ଛୁଟି କଟାଇବା ପାଇଁ ଯାଉଥିଲେ ଦିଲ୍ଲୀ। କରୋନା କାଳ ପରେ ପୁର୍ବତନ ମୁଖ୍ୟମନ୍ତ୍ରୀ ଲୋକଙ୍କ ସହ…
ତାଜା ଖବର ଦେଶ ଦୁଇଦିନିଆ ପାକିସ୍ତାନ ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର October 15, 2024 Papirani ଆଜି ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ଅକ୍ଟୋବର ୧୫ ଏବଂ ୧୬ରେ ଇସଲାମବାଦରେ ଆୟୋଜିତ ହେବାକୁ ଥିବା ସଙ୍ଘାଇ ସମ୍ମିଳନୀର ବାର୍ଷିକ ବୈଠକରେ ଯୋଗଦେବାକୁ ସେ ପାକିସ୍ତାନ ଗସ୍ତ କରିବେ। ପ୍ରତିବର୍ଷ ଏସ୍ ସିଓ (ସଙ୍ଘାଇ କର୍ପୋରେସନ ଅର୍ଗାନାଇଜେସନ)ର…
ତାଜା ଖବର ରାଜନୀତି ରାଜ୍ୟ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 28, 2024 Papirani ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୩୦ ଓ ଅକ୍ଟୋବର ୧ରେ ଯିବେ । ସେଠାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ଅଥାତ୍ ସେପ୍ଟେମ୍ୱର ୩୦ରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ । ସେଠାରେ ପ୍ରାକ୍ ନିର୍ବାଚନୀ…
ଖେଳ ତାଜା ଖବର ଦେଶ ରାଜ୍ୟ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଅଲିମ୍ପିକ୍ସ ବିଜେତା ଭାରତୀୟ ହକି ଟିମ୍ August 20, 2024 Papirani ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମ୍। କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ହକି ଟିମ୍କୁ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରହିଛି । ଆସନ୍ତା କାଲି ଅପରାହ୍ନରେ ଭାରତୀୟ ପୁରୁଷ ହକି ଟିମ୍କୁ ମୁଖ୍ୟମନ୍ତ୍ରୀ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା August 12, 2024 Papirani ଆସନ୍ତା ୧୮ ତାରିଖରେ ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା । ବିଧାନସଭାରେ ବିଧାୟକମାନଙ୍କ ତାଲିମ୍ କାର୍ଯ୍ୟକ୍ରମରେ ଯୋଗଦେବା ସହ ଜେ.ପି ନଡ୍ଡା ତାଲିମ ଦେବାର କାର୍ଯ୍ୟକ୍ରମ ରହିଥିବା ସୂଚନା ।
ତାଜା ଖବର ଦେଶ ରାଜନୀତି ରାଜ୍ୟ ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ June 26, 2024 Papirani ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥ ଯାତ୍ରା। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରଥଯାତ୍ରାରେ ଯୋଗ ଦେଇପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ…