Tag: Visitor

ରାଜ୍ୟରୁ ଟଳିଲା ବାତ୍ୟା ବିପଦ; ପର୍ଯ୍ୟଟକଙ୍କୁ ପୁରୀ ଆସିବାକୁ ଅନୁରୋଧ କରିଛନ୍ତି ଜିଲ୍ଲାପାଳ

ଓଡିଶା ଉପକୂଳରେ ଗୁରୁବାର ଧାମରା ଓ ଭିତରକନିକା ନିକଟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗରେ ପ୍ରବେଶ ପରେ ଦୁର୍ବଳ ହୋଇଗଲା ବାତ୍ୟା ‘ଦାନା’। ଏହାରି ମଧ୍ୟରେ ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା।…