ତାଜା ଖବର ରାଜନୀତି ରାଜ୍ୟ ଗୃହମନ୍ତ୍ରୀ ଅମିତ ଶାହଙ୍କ ମିଥ୍ୟା ଭିଡିଓ ପ୍ରରୋଚନା ପଛରେ ଥିବା ଭିକେ ପାଣ୍ଡିଆନଙ୍କୁ ନିର୍ବାଚନ ପ୍ରଚାରରୁ ବାସନ୍ଦ କରାଯାଉ: ଦିଲୀପ ମଲ୍ଲିକ May 10, 2024 Papirani ଭୁବନେଶ୍ୱର: ଗଣତନ୍ତ୍ର ରାଷ୍ଟ୍ରରେ ନିର୍ବାଚନ ଏକ ପର୍ବ । ନିର୍ବାଚନ ଆଚରଣ ସଂହିତାକୁ ମାନି ଶୃଙ୍ଖଳିତଭାବେ ପାଳନ କରିବା ଆମ ସମସ୍ତଙ୍କର ଦାୟିତ୍ୱ । କିନ୍ତୁ ଶାସକ ବିଜେଡି ଅଭ୍ୟାସଗତ ଭାବେ ଓ ନିର୍ବାଚନ ହାରିବା ଭୟରେ ସରକାରୀ କଳ, ବଳ…
ତାଜା ଖବର ରାଜନୀତି ରାଜ୍ୟ ବିଜେଡି ସରକାର ନ ଆସିଲେ ମୁଁ ସନ୍ନ୍ୟାସ ନେବି: ପାଣ୍ଡିଆନ May 10, 2024 Papirani ବ୍ରଜରାଜନଗରରେ ଭିକେ ପାଣ୍ଡିଆନ ଆଜି ପ୍ରଚାର ମାଧ୍ୟମରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ । ପ୍ରଚାର ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ଭିକେ ପାଣ୍ଡିଆନ୍ । ସେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କହିଛନ୍ତି, ସମ୍ବଲପୁରରେ ଜଣେ…
ରାଜନୀତି ରାଜ୍ୟ ବିଜେଡିର ନିର୍ବାଚନ ଇସ୍ତାହାର ପ୍ରକାଶିତ , ଭୋଟ ହାତେଇବା ପାଇଁ ମାରିଛି ଧୂଆଁ ବାଣ May 9, 2024 Nirvay ପ୍ରକାଶ ପାଇଲା ବିଜେଡିର ନିର୍ବାଚନ ଇସ୍ତାହାର (ମେନିଫେଷ୍ଟୋ)। ଏହି ମନିଫେଷ୍ଟୋରେ ବିଜେଡି ନିଜର ଆତ୍ମ ପ୍ରଚାର କରିଛି କହିଲେ ଭୁଲ ହେବନି। ଗତ ୨୪ ବର୍ଷ ମଧ୍ୟରେ, ବିଜେଡି ସରକାର ଓଡିଶାକୁ ଏକ ଗରିବ, କ୍ଷୁଧା ପ୍ରବଣ, ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା…
ତାଜା ଖବର ରାଜନୀତି ରାଜ୍ୟ ଆଜି ଗଞ୍ଜାମରେ ବିଶାଳ ରୋଡ ସୋ’ କରିବେ ଭିକେ ପାଣ୍ଡିଆନ୍ May 7, 2024 Papirani ଆଜି ବିଜେଡିର ଦ୍ୱିତୀୟ ଷ୍ଟାର କ୍ୟାମ୍ପେନର ଭି କାର୍ତ୍ତିକେୟ ପାଣ୍ଡିଆନ୍ ଗଞ୍ଜାମର ଶେରଗଡ଼ଠାରେ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି । ସେରଗଡରୁ ଆରମ୍ଭ କରିଛନ୍ତି ପ୍ରଚାର । ସୋମବାରଦିନ ସେ ଗୋପାଳପୁରଠାରେ ନିର୍ବାଚନ ରୋଡ ଶୋ’କରିଥିଲେ। ଆଜି ଶେରଗଡ଼ର ଗୋଠ ଗାଁରେ…
ରାଜନୀତି ରାଜ୍ୟ ଦିନରେ ସ୍ବପ୍ନ ଦେଖୁଛି ବିଜେପି! May 6, 2024 Nirvay ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ, ଜୁନ୍ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍ ଲେଖାଯାଇଛି। ଜୁନ୍ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ।…
ରାଜନୀତି ରାଜ୍ୟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର May 3, 2024 Nirvay ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନବୀନ ସରକାରଙ୍କ ଉପରେ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଆ ଅସ୍ମିତା ଉପରେ ଆଜି ପ୍ରଶ୍ନ ଚିହ୍ନ ଲାଗିଛି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନେତୃତ୍ବ ନେବାକୁ ମୁଖ୍ୟମନ୍ତ୍ରୀ…
ରାଜନୀତି ରାଜ୍ୟ ସୁଜାତା ପାଣ୍ଡିଆନଙ୍କ ଉପରେ ନିର୍ବାଚନ କମିଶନଙ୍କ ଛାଟ May 2, 2024 Nirvay ସରକାରୀ କାର୍ଯ୍ୟାଳୟ ଓ ନିଜ ପଦର ଅପବ୍ୟବହାର ଅଭିଯୋଗ ପରେ ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ଆର କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ତୁରନ୍ତ ସ୍ଥାନାନ୍ତର କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ସେ SVEEP ଦ୍ଵାରା ନିର୍ବାଚନ ପ୍ରଭାବିତ କରିବାକୁ ଚେଷ୍ଟା…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କୁ କଡ଼ା ଜବାବ ଦେଲେ ପ୍ରଦୀପ ପାଣିଗ୍ରାହୀ May 1, 2024 Papirani ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଓ ଭିକେ ପାଣ୍ଡିଆନ ପାଣ୍ଡିଆନଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିଜେପି ନେତା ତଥା ବ୍ରହ୍ମପୁରରୁ ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ସେ କହିଛନ୍ତି ମୋ ବିରୋଧରେ ଯଦି ଆରୋପ ଆସିଛି ତେବେ ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ବିରୋଧରେ…
ରାଜନୀତି ରାଜ୍ୟ ଭିକେ ପାଣ୍ଡିଆନଙ୍କ ବିରୋଧରେ CEOଙ୍କୁ ଫେରାଦ ହେଲା ବିଜେପି April 16, 2024 Nirvay ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ବିରୋଧରେ CEOଙ୍କୁ ଫେରାଦ ହେଲା ରାଜ୍ୟ ବିଜେପି । ବିଜେପି ଅଭିଯୋଗ କରିଛି ଯେ ପାଣ୍ଡିଆନ ଆଜି ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଘଂନ କରିଛନ୍ତି । ବସ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ କଟକ…
ରାଜନୀତି ରାଜ୍ୟ ନିର୍ବାଚନ କମିଶନର ହସ୍ତକ୍ଷେପ ପରେ ୫ଟି ଅଧ୍ୟକ୍ଷ ପଦରୁ ଏବଂ ମୁଖ୍ୟମନ୍ତ୍ରୀ କାର୍ଯାଳୟରୁ ହଟିଲେ ପାଣ୍ଡିଆନ : ଅନିଲ ବିଶ୍ୱାଳ April 9, 2024 Nirvay ଭୁବନେଶ୍ୱର: ମାନ୍ୟବର ନିର୍ବାଚନ କମିଶନର କାର୍ଯ୍ୟାଳୟର ହସ୍ତକ୍ଷେପ ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଥାକଥିତ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ବାଦ ଦିଆଯାଇଛି । ୫-ଟି ଅଧ୍ୟକ୍ଷ ନାମରେ ଏକ ସରକାରୀ ଅଧୀକାରି କ୍ଷମତାକୁ ମାଡି ବସିଥିବା ଭିକେ ପାଣ୍ଡିଆନଙ୍କର ଏହି ଦଖଲକୁ…