ତାଜା ଖବର ରାଜ୍ୟ ପୁରୀରୁ ଦେଶର ପ୍ରମୁଖ ଧାର୍ମିକ ସ୍ଥଳକୁ ଗଡିବ ଓଏସ୍ଆରଟିସି ସୁପର ପ୍ରିମିୟମ ଭଲଭୋ ବସ୍ June 3, 2025 Papirani ପୁରୀରୁ ଦେଶର ପ୍ରମୁଖ ଧାର୍ମିକ ସ୍ଥଳକୁ ଗଡିବ ଭଲବୋ ବସ୍ ଶ୍ରୀଜଗନ୍ନାଥ ଏକ୍ସପ୍ରେସ। ଓଡିଶା ରାଜ୍ୟ ପରିବହନ ବିଭାଗ ଦ୍ବାରା ଏହି ବସ ସେବା ପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ଆରମ୍ଭ ହେବ। ଏହି ବସରେ ଯାତ୍ରୀମାନେ ବେଶ ବିଳାସପୂର୍ଣ୍ଣ ଏବଂ ଆରାମଦାୟକ…