Tag: Vote election

ଓଡ଼ିଶାରେ ଦିନ ୩ଟା ସୁଦ୍ଧା ହୋଇଛି ୪୯.୭୭ ପ୍ରତିଶତ ମତଦାନ

ଓଡ଼ିଶାରେ ଚାଲିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ । ବାଜିରେ ଲାଗିଛି ବହୁ ହେଭିୱେଟଙ୍କ ଭାଗ୍ୟ । ରାଜ୍ୟରେ ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ଜାରି ରହିଛି ମତଦାନ । ଭୋଟ୍ ଦେଉଛନ୍ତି ରାଜ୍ୟବାସୀ । ମିଳିଥିବା ସୂଚନା…

ଅପରାହ୍ନ ୧ଟା ସୁଦ୍ଧା ରାଜ୍ୟରେ ହୋଇଛି ୩୭.୬୪ ପ୍ରତିଶତ ମତଦାନ

ରାଜ୍ୟରେ ଲୋକ ସଭା ଏବଂ ବିଧାନସଭା ଲାଗି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଭଳି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଚାଲିଛି…

କି ମନୋରମ ଦୃଶ୍ୟ ! ପାନ ବରଜରେ ସଜ୍ଜିତ ଏ ପୋଲିଂ ବୁଥ୍

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଜାରି ରହିଛି । ଆଜି ଭୋଟ୍ ଦେଉଛି ସାରା ଓଡ଼ିଶା । ଭୋଟର୍ ମାନଙ୍କ ଉତ୍ସାହ ବଢ଼ାଇବା ପାଇଁ ଚାରିଆଡ଼େ ସଜା ହୋଇଛି ପୋଲିଂ ବୁଥ୍ । ସେହିପରି ଆଜି ଏକ…

ସରିଲା ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନର ପ୍ରଚାର

ଦେଶରେ ସପ୍ତମ ଓ ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା କ୍ଷେତ୍ର ଓ ଏହାର ଅଧୀନରେ ୪୨ଟି ବିଧାନସଭା ନିର୍ବାଚନ…

ରାଜ୍ୟରେ ହୋଇଛି ୭୦.୯୯ ପ୍ରତିଶତ ମତଦାନ

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ସରିଥିବା ବେଳେ ମତଦାନର ସଂଖ୍ୟା ଆଜି ଦିନ ୧୧ଟା ସୁଦ୍ଧା ହୋଇଛି ୭୦.୯୯ ପ୍ରତିଶତ । ଭାରତ ନିର୍ବାଚନ ଆୟଗର ସୂଚନା ମୁତାବକ ଏବେ ପର୍ଯ୍ୟନ୍ତ ମତଦାନ ଭୁବନେଶ୍ୱର ଲୋକସଭା କ୍ଷେତ୍ରରେ ୬୨ ପ୍ରତିଶତ ଓ…

ରାତି ୮.୩୦ ସୁଦ୍ଧା ରାଜ୍ୟରେ ହୋଇଛି ୬୦.୦୭ ପ୍ରତିଶତ ମତଦାନ

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ସରିଥିବା ବେଳେ ମତଦାନର ସଂଖ୍ୟା ବଢ଼ିବାରେ ବଢ଼ିବାରେ ଲାଗିଛି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ ଗ୍ରହଣ ସରିଥିବା ବେଳେ ରାତି ୯ଟା ସୁଦ୍ଧା ୬୦.୦୭ ପ୍ରତିଶତ ଭୋଟିଂ ଗଣନା ହୋଇଛି। ଏବେ ପର୍ଯ୍ୟନ୍ତ…

ଆଜି ଦିନ ୩ ସୁଦ୍ଧା ରାଜ୍ୟରେ ହୋଇଛି ୪୮.୪୪ ପ୍ରତିଶତ ମତଦାନ

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ଏହି ପର୍ଯ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଓ ଭୁବନେଶ୍ୱର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟର ନିଜ ପ୍ରତିନିଧି ବାଛୁଛନ୍ତି।…

ଦିନ ୧ଟା ସୁଦ୍ଧା ରାଜ୍ୟରେ ହୋଇଛି ୩୫.୬୯ ପ୍ରତିଶତ ମତଦାନ

ଆଜି ଆରମ୍ଭ ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ ହୋଇସାରିଛି ।ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ସୂଚନା ଅନୁଯାୟୀ, ଦିନ ୧ଟା ସୁଦ୍ଧା…

ନିର୍ବାଚନ ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ

ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ସୁଚନାମୂତବକ, ମତଦାନ କେନ୍ଦ୍ରରେ ଅଂଶୁଘାତରେ ଜଣେ ବିଜେପି ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା…

ଦିନ ୧୧ଟା ସୁଦ୍ଧା ରାଜ୍ୟରେ ହେଇଛି ୨୧.୩୨ ପ୍ରତିଶତ ମତଦାନ

ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନର ଦିନ ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ ସରିଛି । ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଦେଇଛନ୍ତି। ପୂର୍ବାହ୍ନ ୧୧ଟା ସୁଦ୍ଧା ଦେବଗଡରେ ସର୍ବାଧିକ ମତଦାନ ହୋଇଛି । ଦେବଗଡରେ…