ବ୍ୟବସାୟ ଭୋଟ୍ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ May 25, 2024 Papirani ଆଜି ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଜାରି ରହିଛି ଭୋଟିଂ । ଏହାରି ଭିତରେ ଭୋଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ଏରୋଡ୍ରମ ୟୁପି ସ୍କୁଲରେ ପହଞ୍ଚି ଭୋଟ୍ ଦେଇଛନ୍ତି ନବୀନ । ନିଜର ମତଦାନ ସାବ୍ୟସ୍ତ…
ତାଜା ଖବର ରାଜନୀତି ରାଜ୍ୟ ଏଥର ଓଡିଶାରେ ହେବ ବିଜେପି ସରକାର: ଧର୍ମେନ୍ଦ୍ର May 25, 2024 Papirani ଆଜି ରାଜ୍ୟର ତୃତୀୟ ପର୍ଯ୍ୟାୟ ମତଦାନ ଦେବା ପୂର୍ବରୁ ମା’ ସମଲେଇଙ୍କ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ । କହିଲେ ନିଜର ମତଦାନ ପୂର୍ବରୁ ମା’ ସମଲେଇଙ୍କ ଆଶୀର୍ବାଦ ଲୋକ କଲ୍ୟାଣକାରୀ ହେବ । ଦେଶକୁ ଏକ ଶକ୍ତିଶାଳୀ ଦେଶ ଏବଂ…
ତାଜା ଖବର ରାଜନୀତି ରାଜ୍ୟ ପିପିଲିରେ ବିଜେଡି କର୍ମୀଙ୍କ ଆକ୍ରମଣରେ ସମିତିସଭ୍ୟ ସହ ୨ ଗୁରୁତର May 24, 2024 Papirani ନିର୍ବାଚନ ପୂର୍ବରୁ ପୁରୀ ଜିଲ୍ଲା ପିପିଲିରେ ରାଜନୈତିକ ହିଂସା ଦେଖିବାକୁ ମଳିଛି। ପିପିଲି ବ୍ଲକ ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର ପରିଡ଼ାଙ୍କ ସମେତ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ୨ ଗୁରୁତରଙ୍କୁ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ May 24, 2024 Papirani ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍ । ଦେଶର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନରେ ହେବ ମତଦାନ । ଭୋଟରଙ୍କ ହାତରେ ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ । ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ…
ତାଜା ଖବର ରାଜନୀତି ରାଜ୍ୟ କଣ୍ଟାମାଳର ଦୁଇଟି ବୁଥରେ ଆଜି ହେଉଛି ସାନି ମତଦାନ May 23, 2024 Papirani କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୌଦ୍ଧ ଜିଲ୍ଲାର କଣ୍ଟାମାଳରେ ଥିବା ଦୁଇଟି ବୁଥରେ ପୁନଃ ମତଦାନ ଆରମ୍ଭ ହୋଇଛି । କିରାସିରା ଓ ମହେଶ୍ୱରପିଣ୍ଡା ବୁଥରେ ଭୋଟ୍ ଦେଉଛନ୍ତି ଭୋଟର । ଏହି ଦୁଇ ବୁଥ ହେଉଛି କଣ୍ଟାମାଳର କିରାସିରା…
ତାଜା ଖବର ରାଜନୀତି ରାଜ୍ୟ ନିର୍ବାଚନ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି ସହ ଆଜିଠାରୁ ହେବ ଫ୍ଲାଗ ମାର୍ଚ୍ଚ May 22, 2024 Papirani ଆସନ୍ତା ୨୫ ତାରିଖରେ ହେବାକୁ ଯାଉଛି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଭୁବନେଶ୍ବରରେ ନିର୍ବାଚନ ପାଇଁ ୨୩ ତାରିଖ ସନ୍ଧ୍ୟାରେ ପ୍ରଚାର ଶେଷ ହେବାକୁ ଥିବା ବେଳେ ୨୫ରେ ମତଦାନ ହେବ । ତେବେ ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ May 20, 2024 Papirani ଭୁବନେଶ୍ବର: ଦେଶର ପଞ୍ଚମ ପର୍ଯ୍ୟାୟରେ ଓ ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଭୋଟ୍ ଗ୍ରହଣ ହେଉଛି। ଓଡ଼ିଶାର ୫ଟି ଲୋକସଭା ଆସନ ଏବଂ ୩୫ଟି ବିଧାନସଭା ଆସନରେ ମତଦାନ ଶାନ୍ତି ଶୃଙ୍ଖଳା ସହିତ ଜାରି ରହିଛି। ସକାଳ ୭ଟାରୁ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ May 13, 2024 Papirani ଆଜି ଭୋଟ୍ ଦେଉଛି ଓଡ଼ିଶା । ଆଜି ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଥିବା ବେଳେ ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ୍। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଓଡ଼ିଶାର ୪ ଲୋକସଭା ଏବଂ ୨୮ ବିଧାନସଭା ଆସନରେ ସୋମବାର ସକାଳ…
ଦେଶ ରାଜନୀତି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ସରିଲା ପ୍ରଚାର : ୧୨୦୬ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ୨୬ରେ April 24, 2024 Nirvay ଏଜେନ୍ସୀ : ନୂଆଦିଲ୍ଲୀ, ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଗ୍ରହଣ ଆସନ୍ତା ୨୬ ତାରିଖରେ ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ୮୮ଟି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ବୁଧବାର ସଂଧ୍ୟାରେ ପ୍ରଚାର କାର୍ଯ୍ୟ ଥମିଯାଇଛି । ୧୩ଟି ରାଜ୍ୟ-ମଧ୍ୟପ୍ରଦେଶ,…