Tag: Voters list

Odisha Final Voter List 2026 Published: ସ୍ୱତନ୍ତ୍ର ସଘନ ସଂଶୋଧନ -୨୦୨୬; ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ଓଡ଼ିଶାରେ ‘ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର)-୨୦୨୬’ ପ୍ରକ୍ରିୟା ଶେଷ ହେବା ପରେ ଆଜି ଆନୁଷ୍ଠାନିକ ଭାବେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଏହି ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବା ପୂର୍ବରୁ ରାଜ୍ୟର ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ…