ତାଜା ଖବର ରାଜ୍ୟ Vyasnagar College Election Postponed: ବ୍ୟାସନଗର ସ୍ୱୟଂଶାସିତ ମହାବିଦ୍ୟାଳୟରେ ନିର୍ବାଚନ ସ୍ଥଗିତ October 8, 2026 Nirvay ପ୍ରାକ୍ ନିର୍ବାଚନୀ ହିଂସାକୁ ନେଇ ଯାଜପୁର ଜିଲ୍ଲାର ଦୁଇଟି କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଭିନ୍ନ ନିଷ୍ପତ୍ତି ହୋଇଛି । ବ୍ୟାସନଗର ସ୍ୱୟଂଶାସିତ ମହାବିଦ୍ୟାଳୟରେ ନିର୍ବାଚନ ସ୍ଥଗିତ ରଖାଯାଇଥିବା ବେଳେ ମୁଗୁପାଳସ୍ଥିତ ଉପେନ୍ଦ୍ରନାଥ ଶାରଦା ମହାବିଦ୍ୟାଳୟରେ ବାତିଲ କରାଯାଇଛି ।…