Tag: Water Resource Dept.

Principal Secretary Reviews Flood Situation in Odisha: ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଧୀରେ ଧୀରେ ହ୍ରାସ ପାଉଥିଲେ ମଧ୍ୟ ରାଜ୍ୟରେ ବନ୍ୟା ପରିଚାଳନା ଓ ଜନସାଧାରଣଙ୍କ ସୁରକ୍ଷା ନିମନ୍ତେ ଜଳ ସମ୍ପଦ ବିଭାଗ ପକ୍ଷରୁ ସତର୍କତା ଓ ପ୍ରସ୍ତୁତି ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବିଭାଗର ପ୍ରମୁଖ ଶାସନ…