ତାଜା ଖବର ରାଜ୍ୟ MP Dilip Ray Raises Concerns Over Declining Groundwater: ଜଳାଶୟ ପୁନରୁଦ୍ଧାର: ୩ବର୍ଷରେ ଓଡ଼ିଶା କେନ୍ଦ୍ରରୁ ପାଇଛି ୧୮୨୯କୋଟି: କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ August 10, 2026 Papirani ଜଳାଶୟ ପୁନରୁଦ୍ଧାର ପାଇଁ କେନ୍ଦ୍ର ସରକାର ଗତ ୩ ବର୍ଷରେ ଓଡ଼ିଶାକୁ ୧୮୨୯ କୋଟି ୫୬ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେଇଛନ୍ତି। ରାଜ୍ୟସଭାରେ ସାଂସଦ ଦିଲ୍ଲୀପ ରାୟଙ୍କ ଏକ ପ୍ରଶ୍ନ ଉତ୍ତରରେ କେନ୍ଦ୍ର ଜଳଶକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଜଭୂଷଣ ଚୌଧୁରୀ ଏହି…