Tag: Watermanship & Life Guard Institute

Watermanship & Life Guard Institute: ‘ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ’ ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) ର ଉଦ୍‌ଘାଟନ କରିଛନ୍ତି ।ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏହା…