Tag: Weather

ଡବଲ୍ ଲଘୁଚାପ ବର୍ଷାରେ ଭିଜିବ ସାରା ଓଡ଼ିଶା

ଓଡ଼ିଶାକୁ ଭିଜାଇବ ଡବଲ୍ ଲଘୁଚାପ। ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା ହେଉଥିବା ବେଳେ ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବରେ ଆଜିଠୁ ଭିଜିବ ସାରା ଓଡ଼ିଶା । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ…

ପାଣିପାଗ ବାବଦରେ ପୂର୍ବାନୁମାନ କରିବ ଏଆଇ: ମୃତ୍ୟୁଞ୍ଜୟ ମହାପାତ୍ର

ଏଣିକି ପାଣିପାଗ ବାବଦରେ ପୂର୍ବାନୁମାନ କରିବ ଏଆଇ। ଏ ନେଇ ଆଜି ସୂଚନା ଦେଇଛନ୍ତି ପାଣିପାଗ ବିଭାଗ (ଆଇଏମଡ଼ି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ପାଣିପାଗ ପୂର୍ବାନୁମାନକୁ ଅଧିକ ସଠିକ୍ କରିବା ପାଇଁ ଦେଶର ପାଣିପାଗ ବିଜ୍ଞାନୀ କୃତ୍ରିମ…

ଆଜିଠୁ ତାତିରୁ ମିଳିବ ମୁକ୍ତି; ରାଜ୍ୟରେ ୨ରୁ ୩ ଡିଗ୍ରୀ ଖସିବ ତାପମାତ୍ରା

ଆଜିଠୁ ରାଜ୍ୟରେ କମିବ ତାତି । କିଛି ଦିନ ଧରି ଦିନରେ ଖରା, ଗରମ ଓ ମଧ୍ୟାହ୍ନରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଥିବା ବେଳେ ଗରମ ଗୁଳୁଗୁଳି ବଢି ଚାଲିଥିଲା । ହେଲେ ଆଜିଠୁ ୨ରୁ ୩ ଡିଗ୍ରୀ ତାପମାତ୍ରା…

ଏବେ ଓଡ଼ିଶାକୁ ନାହିଁ ବାତ୍ୟା ଭୟ: ପାଣିପାଗ ବିଭାଗ

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏବେ ରାଜ୍ୟରେ ବାତ୍ୟାର ସୂଚନା ନଥିବା ସ୍ପଷ୍ଟ କଲା ପାଣିପାଗ ବିଭାଗ । ମେ ୨୩ରୁ ୨୮ ମଧ୍ୟରେ ବାତ୍ୟା ହେବା ନେଇ ଗଣମାଧ୍ୟମରେ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କରିଛି ପାଣିପାଗ ବିଭାଗ…

ଆଗାମୀ ୭ ଦିନ ଯାଏଁ ବର୍ଷାରେ ଭିଜିବ ଓଡ଼ିଶା

ଲଘୁଚାପ ପ୍ରଭାବରେ ଆଗାମୀ ୭ ଦିନ ଯାଏଁ ବର୍ଷାରେ ଭିଜିବ ଓଡ଼ିଶା । ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପ ରୂପ ନେଇଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୧୯ରେ ପୁଣି ଏକ…

ଚଳିତ ବର୍ଷ ଆଗୁଆ ଆସିପାରେ ମୌସୁମୀ

ଭୁବନେଶ୍ବର: ଚଳିତ ଥର ମୌସୁମୀ ବର୍ଷା ସ୍ୱାଭାବିକ ସମୟ ପୂର୍ବରୁ ଆସିବାକୁ ଯାଉଛି। ମାସ ଶେଷରେ ଏକ ଘୂର୍ଣ୍ଣିବଳୟ ଥିବା ବେଳେ ଆଗୁଆ ଆସିପାରେ ମୌସୁମୀ। ଏନେଇ ପାଣିପାଗ ବିଶେଷଜ୍ଞ କରିଛନ୍ତି ଆକଳନ। ଆସନ୍ତା ୨୧ ତାରିଖ ବେଳକୁ ପୋର୍ଟବ୍ଲେୟାର ନିକଟ…

୧୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ

ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ । ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ,…

ଦିନ ସାଢ଼େ ୧୧ ସୁଦ୍ଧା ତାପମାତ୍ରା ସବୁଠି ୩୫ ଡିଗ୍ରୀ ତଳେ

ତାତି କମିଲା । ସାରା ରାଜ୍ୟରେ ତାତି କମିଛି । ଦିନ ସାଢ଼େ ୧୧ ସୁଦ୍ଧା ତାପମାତ୍ରା ସବୁଠି ୩୫ ଡିଗ୍ରୀ ତଳେ ରହିଛି । ଚାନ୍ଦବାଲିରେ ୩୪, ପାରାଦୀପ ୩୩.୬, ପୁରୀ ୩୩.୪, ଗୋପାଳପୁର ୩୩.୨ ରହିଛି। ଭୁବନେଶ୍ୱର ୩୨.୮,…

ସାରା ରାଜ୍ୟରେ ବର୍ଷା ସାଙ୍ଗକୁ କୋହଲା ପାଗ

ଭୁବନେଶ୍ୱର: ଗତକାଲିଠୁ ସାରା ରାଜ୍ୟରେ କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଜି ବି ବିଭିନ୍ନ ସ୍ଥାନରେ ଘଡଘଡି ସହ ବିଜୁଳି ଓ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି…

ରାଜ୍ୟରେ ଆହୁରି ୩ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଆହୁରି ତିନି ଦିନ ବର୍ଷା । ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ।…