ତାଜା ଖବର ଦେଶ Delhi Pollution: ଦିଲ୍ଲୀରେ ସାଂଘାତିକ ବାୟୁ ପ୍ରଦୂଷଣ December 17, 2025 Papirani ଦିନକୁ ଦିନ ଦିଲ୍ଲୀରେ ସାଂଘାତିକ ହେବାରେ ଲାଗିଛି ବାୟୁ ପ୍ରଦୂଷଣ । ପରିବେଶ ସଂପୂର୍ଣ୍ଣ ଧୂଆଁମୟ । ବାୟୁ ପ୍ରଦୂଷଣ ଓ ଘନ କୁହୁଡ଼ି ଆଜି ଦିଲ୍ଲୀବାସୀଙ୍କୁ କଲବଲ କରିଛି। ଦିଲ୍ଲୀ-ଏନ୍ସିଆରରେ ବାୟୁ ଗୁଣବତ୍ତା ସାମାନ୍ୟ ଉନ୍ନତ ହୋଇଥିଲେ ମଧ୍ୟ ରାଜଧାନୀ…
ତାଜା ଖବର ରାଜ୍ୟ Cold Wave: ରାଜ୍ୟରେ ଶୀତର ଲହରୀ; ୧୦ ଡିଗ୍ରୀ ତଳେ ୧୨ ସହର December 11, 2025 Papirani ରାଜ୍ୟରେ ଶୀତର ଲହରୀ ଜାରି ରହିଛି । କ୍ରମାଗତ ଭାବେ ତାପମାତ୍ରା ତଳମୁହାଁ ହେଉଥିବା ବେଳେ ଗତ ୨୪ ଘଂଟା ମଧ୍ୟରେ ୧୨ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ରାଉରକେଲାରେ ସବୁଠୁ ଥଣ୍ଡା ସହର । ରାଉରକେଲା…
ତାଜା ଖବର ରାଜ୍ୟ Weather Alert: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ନାହିଁ ବର୍ଷା ଭୟ: ମନୋରମା ମହାନ୍ତି November 25, 2025 Papirani ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ବର୍ଷା ଭୟ ନାହିଁ । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ସେ କହିଛନ୍ତି ଅବପାତର ରୂପ ନେଇଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ…
ତାଜା ଖବର ଦେଶ Cyclone Update: ସୃଷ୍ଟି ହେଲା ଆଉ ଏକ ଲଘୁଚାପ November 25, 2025 Papirani ଶ୍ରୀଲଙ୍କା ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି । ବଙ୍ଗୋପସାଗର ତତ୍ସଂଲଗ୍ନ ଶ୍ରୀଲଙ୍କା ଅଞ୍ଚଳରେ ଲଘୁଚାପ । ଭାରତ ପାଣିପାଗ ବିଭାଗର ଅନୁଯାୟୀ, କୋମୋରିନ୍ ଅଞ୍ଚଳ ଏବଂ ନିକଟବର୍ତ୍ତୀ ଅଞ୍ଚଳଗୁଡ଼ିକ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିଝଡ଼ ପରିସର ଆଜି ସକାଳ…
ତାଜା ଖବର ଦେଶ ରାଜ୍ୟ Low Pressure: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା; ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ November 23, 2025 Papirani ବଙ୍ଗୋପସାଗରରେ ବାତ୍ୟା ହେବା ସମ୍ଭାବନା । ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ଏହା ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏ ନେଇ ଭାରତ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। କିଛି ଘରୋଇ…
ତାଜା ଖବର ରାଜ୍ୟ Low pressure: ବଙ୍ଗୋପସାଗରରେ ଆସୁଛି ଲଘୁଚାପ; ବର୍ଷାରେ ଭିଜିବ ଓଡିଶା November 19, 2025 Papirani ସାରା ରାଜ୍ୟରେ ଏବେ ଶୀତ ଲହରୀ ଜାରି ରହିଥିବା ବେଳେ ଆଗକୁ ଆସୁଛି ଲଘୁଚାପ । ପୁଣି ବର୍ଷାରେ ଭିଜିବ ଓଡିଶା ।ଏନେଇ ଆଜି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଶୀତ…
ତାଜା ଖବର ରାଜ୍ୟ CycloneMontha: ଭୀଷଣ ବାତ୍ୟାର ରୂପ ନେଲା ମୋନ୍ଥା October 28, 2025 Papirani ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ‘ମୋନ୍ଥା’ ଭୀଷଣ ବାତ୍ୟାରେ ପରିଣତ ହୋଇଛି । ସମୁଦ୍ର ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେଲା ‘ମୋନ୍ଥା’ । ଘଣ୍ଟା ପ୍ରତି ୧୫ କିମି ବେଗରେ ଗତି କରି ନିକଟତର ହେଉଛି ବାତ୍ୟା ମୋନ୍ଥା । ମଛଲିପଟନମ ଠାରୁ…
ତାଜା ଖବର ରାଜ୍ୟ Train Cancelled: ବାତ୍ୟା ‘ମୋନ୍ଥା’ ପାଇଁ ୩୨ ଟ୍ରେନ୍ ବାତିଲ October 27, 2025 Papirani ବାତ୍ୟା ମୋନ୍ଥା ପାଇଁ ପୂର୍ବତଟ ରେଳବାଇ ପକ୍ଷରୁ ୩୨ଟି ଟ୍ରେନକୁ ବାତିଲ କରାଯାଇଛି । ୨୭ ଓ ୨୮ ଦୁଇ ଦିନ ପାଇଁ ୩୨ ଟ୍ରେନ୍ ବାତିଲ ଘୋଷଣା କଲା ପୂର୍ବତଟ ରେଲୱେ । ସେହିପରି ଗୋଟିଏ ଟ୍ରେନର ଗତିପଥ ବଦଳାଯାଇଥିବାବେଳେ…
ତାଜା ଖବର ରାଜ୍ୟ Cyclone Montha: ଆସନ୍ତାକାଲି ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 27, 2025 Papirani ଆସନ୍ତାକାଲି ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସକାଳ ସାଢ଼େ ୧୦ଟାରେ ବାତ୍ୟା ମୁକାବିଲା ପାଇଁ ବରିଷ୍ଠ ଅଧିକାରୀ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନର ଦେଓ ରଞ୍ଜନ…
ତାଜା ଖବର ରାଜ୍ୟ CycloneMontha: ରାଜଧାନୀରେ ବାତ୍ୟା ମୋନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ବିଏମ୍ସି: ସୁଲୋଚନା ଦାସ October 27, 2025 Papirani ରାଜଧାନୀରେ ମୋନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ବିଏମ୍ସି । ଏ ନେଇ ସୂଚନା ଦେଇଛନ୍ତି ମେୟର ସୁଲୋଚନା ଦାସ । ସେ କହିଛନ୍ତି ଭୁବନେଶ୍ବରରେ ୫୦ ଆଶ୍ରୟସ୍ଥଳ ସହ ସବୁ ସରକାରୀ ସ୍କୁଲ ପ୍ରସ୍ତୁତ ଅଛି । ଗଛ କାଟିବା ସହ…