ତାଜା ଖବର ରାଜ୍ୟ ଜୁନ୍ ୨୪ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା June 19, 2025 Papirani ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ଉତ୍ତର ପଶ୍ଚିମ ଦିଗରେ ଝାଡ଼ଖଣ୍ଡକୁ ମୁହାଁଇବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ…
ତାଜା ଖବର ରାଜ୍ୟ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା; ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର June 18, 2025 Papirani ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ୫ ରାଜ୍ୟକୁ ନେଇ ରେଡ୍ ଆଲର୍ଟ…
ତାଜା ଖବର ରାଜ୍ୟ ଅସହ୍ୟ ତାତି ଓ ଗୁଳୁଗୁଳିରୁ ମିଳିବ ଆଶ୍ବସ୍ତି; ରାଜ୍ୟରେ ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା June 15, 2025 Papirani ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା…
ତାଜା ଖବର ରାଜ୍ୟ ରାଜ୍ୟରେ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ; ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି June 9, 2025 Papirani ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ। ଝଟ୍କା ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦କିମି ରହିବ । ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି…
ତାଜା ଖବର ରାଜ୍ୟ ଆଜି ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର June 2, 2025 Papirani ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଥିବା ବେଳେ ଆଜି ଭୁବନେଶ୍ୱରର ତାପମାତ୍ରା ଉତ୍ତପ୍ତ ସହରର ରେକର୍ଡ ଭାଙ୍ଗିଛି। ରାଜ୍ୟରେ ଆଜି ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ସାଢ଼େ ୨ ସୁଦ୍ଧା ଭୁବନେଶ୍ବର ତାପମାତ୍ରା…
ତାଜା ଖବର ରାଜ୍ୟ ୩୧ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା May 27, 2025 Papirani ଆଜି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ଲଘୁଚାପ ସୃଷ୍ଟି ହେବାର ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହେବ । ଫଳରେ ରାଜ୍ୟରେ ପ୍ରବଳ ବର୍ଷା…
ତାଜା ଖବର ରାଜ୍ୟ ରାଜ୍ୟରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା May 25, 2025 Papirani କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ବର୍ଷା ହେବ, ଝଟ୍କା ପବନ ବହିବ ବୋଲି ଆଜି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା।…
ତାଜା ଖବର ରାଜ୍ୟ ଆସୁଛି ଲଘୁଚାପ; ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା! May 18, 2025 Papirani ରାଜ୍ୟରେ ବଦଳୁଛି ପାଣିପାଗ । ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ । ଆସନ୍ତା ମେ ୨୨ତାରିଖ ବେଳକୁ ଆରବସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ମେ’ ୨୧ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ଆରବସାଗର ଏବଂ କର୍ଣ୍ଣାଟକ ଉପକୂଳରେ ଏକ…